"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Adding as:দুৰ্গা পূজা
ଟିକେ →‎ପୂଜାବିଧି: ସଜାଣି
୨୧ କ ଧାଡ଼ି:
[[ଆଶ୍ୱିନ]] ଶୁକ୍ଳପକ୍ଷ [[ଷଷ୍ଠୀ]]- [[ଦଶମୀ]] ([[ସେପ୍ଟେମ୍ବର]]-[[ଅକ୍ଟୋବର]])
== ପୂଜାବିଧି==
[[File:Choudhri bazar durga puja.jpg|thumb|ଚୌଧୁରୀ ବଜାର,କଟକ]]
ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରୀଗର ମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି।ପବିତ୍ରରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡି ଚଢାଯାଏ।ମହାଳୟାଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ।କାରଣହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି।ପ୍ରକୃତକୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ।ମା’ ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ ।ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ।ଶେଷରେ ରାତ୍ରୀ କାଳରେ ମା’ଙ୍କ ଚକ୍ଷୁଦାନ ସମ୍ପନ୍ନ ହୁଏ।ଏହା ମା’ ଙ୍କ ବିଶେଷ ପୂଜାବିଧି।ଶାସ୍ତ୍ରକହେ ଏଥିରେ କୈଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ।ସପ୍ତମୀରେ ନବପତ୍ରିକା ପୂଜା କରାଯାଏ।ଯେଉଁ ଥିରେ କଦଳୀ ଗଛକୁ ପୂଜା କରାଯାଏ।ଏହା ପରେ ମହାସ୍ନାନ ବିଧି ସମ୍ପନ୍ନମିଳେ ହୁଏ।
* ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ୤ ଏହା ମା’ ଙ୍କ ବିଶେଷ ପୂଜାବିଧି, ଶାସ୍ତ୍ରକହେ ଏଥିରେ କୈଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ ।
* ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ ଗଛକୁ ପୂଜା କରାଯାଏ । ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।
* ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ ଙ୍କ ମୂଖ୍ୟ ସନ୍ଧିପୂଜା। ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ ୤ ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ ୤ ଏହି ଦିନସମୟରେ ମା’ ଙ୍କ ପାଖରେ ବଳି ଦିଆଯାଏ।ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା।ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି।ଓଡିଶାରେଦିଆଯାଉଛି । ଓଡିଶାରେ ଏହିଦିନ ମହିଳାମାନେ ଶାଢି଼[[ଶାଢ଼ୀ]], ଫେଣୀ ଇତ୍ୟାଦି ଆଣି ମା’ ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି।କରିଥାନ୍ତି ।
* ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର,ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି।କରିଥାନ୍ତି ।
* ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର।ସ୍ଵାତନ୍ତ୍ର । ଓଡିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି।କରିଥାନ୍ତି । ଏହା ସହିତ ମହିଳା ମାନେ ସିନ୍ଦୁର ଖେଳ କରିଥାନ୍ତି।ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ।ଏହିହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ।ପଖାଳ ।
 
ଅଷ୍ଟମୀରେ ହୁଏ ମା’ ଙ୍କ ମୂଖ୍ୟ ସନ୍ଧିପୂଜା। ଏହି ଦିନ ମା’ ଙ୍କ ପାଖରେ ବଳି ଦିଆଯାଏ।ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା।ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି।ଓଡିଶାରେ ଏହିଦିନ ମହିଳାମାନେ ଶାଢି଼, ଫେଣୀ ଇତ୍ୟାଦି ଆଣି ମା’ ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି।
 
ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର,ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି।
 
ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର। ଓଡିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି। ଏହା ସହିତ ମହିଳା ମାନେ ସିନ୍ଦୁର ଖେଳ କରିଥାନ୍ତି।ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ।ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ।
[[File:Choudhri bazar durga puja.jpg|thumb|ଚୌଧୁରୀ ବଜାର,କଟକ]]
== ସଂକ୍ଷେପରେ ==
ଏହି ପର୍ବର ଆରମ୍ଭ ହୁଏ ଆଶ୍ୱିନ ଶୁକ୍ଳ ପକ୍ଷର ଆରମ୍ଭ ଅମାବସ୍ୟା ଠାରୁ, ଯାହାକୁ ମହାଳୟା ବୋଲି କୁହାଯାଏ। ଦେବୀ ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତୀର ପୂଜାର୍ଚନା ଷଷ୍ଠୀ ଠାରୁ ଅଷ୍ଟମୀ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ଚାଲେ। ସହରର ବିଭିନ୍ନ ସ୍ଥାନରେ ସିଂହାସନା, ଦଶଭୂଜଧାରିଣୀ ଦେବୀ ଦୁର୍ଗା ଓ ତାଙ୍କ ପଦାନତ ମହିଷାସୁରର ବିଶାଳ ମୂର୍ତୀ ସୁସଜ୍ଜିତ ତୋରଣ ମାନଙ୍କରେ ଶୋଭାପାଏ। ଭସାଣି ପର୍ବ ମଧ୍ୟ ବହୁତ ଆଡ଼ମ୍ବର ସହିତ ସମାପିତ ହୁଏ।