"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ପୂଜାବିଧି: ଆଧାର
ଟିକେ ଯୋଗସୂତ୍ର ପେଡ଼ି ଥିବାରୁ ଆହୁରି ଦେଖନ୍ତୁ ହଟାଗଲା
୨ କ ଧାଡ଼ି:
{{Infobox Holiday
|holiday_name = ଦୁର୍ଗା ପୂଜା
|type = ଭାରତୀୟ ପର୍ବhindu
|longtype = [[ହିନ୍ଦୁ]], ଭାରତୀୟ
|image = College square duraga puja.jpg
୧୭ କ ଧାଡ଼ି:
}}
 
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିଆଦିରେ ରେବର୍ଣ୍ଣିତ ବର୍ଣ୍ଣିତ। ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ।ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶିର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ।ସମସ୍ତ ଦେବତା ଯେବେ ମହିଷାସୁର ର ଅତ୍ୟାଚାର ରେ ସନ୍ତ୍ରପ୍ତ ହୋଇ [[ବ୍ରହ୍ମା]]ଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀ[[ବିଷ୍ଣୁ]] ଓ [[ଶିବ]] ଙ୍କ ପରାମର୍ଶ ରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମ ରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା [[ଦୁର୍ଗା]]ଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ। ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ।ଅନେକକରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷା ରମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଛ୍ଛେଦଶିରଚ୍ଛେଦ କଲେ।ସେହିକଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀ ରନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟ ରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାହୁଏ । ତ୍ରେତୟା ଯୁଗ ରେ ରାବଣ କୁ ପରାସ୍ତ କରିବାହେତୁ [[ରାମ]]ଚନ୍ଦ୍ର ଚୈତ୍ର ବଦଳ ରେବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟ ରେ ଦେବୀଙ୍କ ମହାପୂଜା ପ୍ରଚଳିତ।ନବମୀପ୍ରଚଳିତ । ନବମୀ ର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । <ref>http://www.theholidayspot.com/durgapuja/akalbodhan.htm</ref>
 
<!--ଏହି ପର୍ବର ଆରମ୍ଭ ହୁଏ ଆଶ୍ୱିନ ଶୁକ୍ଳ ପକ୍ଷର ଆରମ୍ଭ ଅମାବସ୍ୟା ଠାରୁ, ଯାହାକୁ ମହାଳୟା ବୋଲି କୁହାଯାଏ। ଦେବୀ ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତୀର ପୂଜାର୍ଚନା ଷଷ୍ଠୀ ଠାରୁ ଅଷ୍ଟମୀ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ଚାଲେ। ସହରର ବିଭିନ୍ନ ସ୍ଥାନରେ ସିଂହାସନା, ଦଶଭୂଜଧାରିଣୀ ଦେବୀ ଦୁର୍ଗା ଓ ତାଙ୍କ ପଦାନତ ମହିଷାସୁରର ବିଶାଳ ମୂର୍ତୀ ସୁସଜ୍ଜିତ ତୋରଣ ମାନଙ୍କରେ ଶୋଭାପାଏ। ଭସାଣି ପର୍ବ ମଧ୍ୟ ବହୁତ ଆଡ଼ମ୍ବର ସହିତ ସମାପିତ ହୁଏ।
୨୮ କ ଧାଡ଼ି:
* ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ୤ <!--ଏହା ମା’ ଙ୍କ ବିଶେଷ ପୂଜାବିଧି, ଶାସ୍ତ୍ରକହେ ଏଥିରେ କୈଣସି ଅବହେଳା ହେଲେ ଅନିଷ୍ଟ ଘଟିବା ସୁନିଶ୍ଚିତ ।-->
* ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ଵାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି ୤<ref>ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃଷ୍ଠା: ୪୧୩୪ </ref> ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।
* ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ ଙ୍କ ମୂଖ୍ୟ ସନ୍ଧିପୂଜା।ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ ୤ ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ ୤ ଏହି ସମୟରେ ମା’ ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ [[ଶାଢ଼ୀ]], ଫେଣୀ ଇତ୍ୟାଦି ଆଣି ମା’ ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।
* ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର,ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।
* ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର । ଓଡିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳା ମାନେ ସିନ୍ଦୁର ଖେଳ କରିଥାନ୍ତି।ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।
୩୪ କ ଧାଡ଼ି:
==କିମ୍ବଦନ୍ତୀ==
ଦେବୀ ଭାଗବତର ମତେ, ରାବଣର ନିଧନ ପାଇଁ ବ୍ରହ୍ମାଙ୍କ ପରାମର୍ଶ ମତେ ଶ୍ରୀରାମ ବସନ୍ତ କାଳରେ ଦେବୀପୂଜା କରିବାକୁ ଚାହିଁଲେ୤ କାରଣ, ଶରତକାଳ ଅକାଳ, ଆଷାଢ‍଼ ଶୁକ୍ଳ ଏକାଦଶୀ (ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି ୤ ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠି ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ୤ ଶ୍ରୀରାମ ଧ୍ୟାନ ବଳରେ, ଦେବୀ କୁମାରୀ ରୂପରେ ବିଲ୍ଵବୃକ୍ଷ ଶାଖାରେ ଶାୟିତ ଥିବା ଜାଣିପାରି, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ଵବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ ୤ ଏହାପରେ ସପ୍ତମୀ ତିଥିରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ୤ ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥାରେ ଥିବାରୁ ଅଷ୍ଟମୀ ତିଥିରେ ଯୋଗିନୀଗଣଙ୍କୁ ଆହ୍ଵାନ କରି ଦେବୀଙ୍କୁ ପୁଣି ପୂଜା କଲେ୤ ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ ୤ ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା୤ ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ୤ ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ ୤ ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ୤ ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ୤ ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ୤ <ref>ଗିରିଜା ମଞ୍ଜରୀ ପାଢ଼ୀ, [[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ୨୨-୧୦-୧୨, ପୃଷ୍ଠା: ୨</ref>
 
==ଆହୁରି ଦେଖନ୍ତୁ==
*[[ଦୁର୍ଗା]]
* [[ଓଡ଼ିଶାର ଦଶହରା]]
*[[ନବରାତ୍ର]]
 
==ଆଧାର==