"କ୍ଷୀରଚୋରା ଗୋପୀନାଥ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Interwiki standardization; ପ୍ରସାଧନ ବଦଳ
୫୫ କ ଧାଡ଼ି:
 
== '''ବିଗ୍ରହ''' ==
[[Fileଫାଇଲ:Madanmohan_Gopinath_Govinda_Jew.jpg|250px|thumb|ଦେଉଳ ଗର୍ଭଗୃହରେ [[ମଦନମୋହନ]], [[ଗୋପୀନାଥ]] ଓ [[ଗୋବିନ୍ଦ]]ଙ୍କ ବିଗ୍ରହ]]
ଭଗବାନ ଗୋପୀନାଥଙ୍କ ଡାହାଣରେ ମଦନମୋହନ ଓ ବାମରେ ଗୋବିନ୍ଦ ଅଛନ୍ତି । ମଦନମୋହନ ଓ ଗୋବିନ୍ଦଙ୍କୁ ଶ୍ରୀ ରସିକାନନ୍ଦ ପ୍ରଭୁ ୩୫୦ ବର୍ଷ ତଳେ ତାଙ୍କର ଶିଷ୍ୟ ତିହିଡି ସାମନ୍ତ ରାଜାଙ୍କ ଦ୍ଵାରା ପ୍ରତିଷ୍ଠା କରାଇଥିଲେ । ତା ପୂର୍ବରୁ କେବଳ ଶ୍ରୀ ଗୋପୀନାଥ ଥିଲେ । ଶ୍ରୀ ଗୋପୀନାଥ ସ୍ଵୟଂଭୂ ବିଗ୍ରହ ଅଟନ୍ତି, ଯାହାଙ୍କୁ ଲାଙ୍ଗୁଳା ନରସିଂହଦେବ ତୀର୍ଥଯାତ୍ରା ଯାଇଥିବା
ସମୟରେ ସ୍ଵପ୍ନାଦେଶ ପାଇ ଚିତ୍ରକୁଟ ପର୍ବତରୁ ପୁରୀ ନେଇଯାଉଥିବା ବେଳେ ପୁଣି ସ୍ଵପ୍ନାଦେଶ ପାଇ ରେମୁଣାରେ ପ୍ରତିଷ୍ଠା କଲେ । କୁହାଜାଏ ଯେ ଏହି ଗୋପୀନାଥଙ୍କ ମୂର୍ତିଙ୍କୁ ତ୍ରେତୟା ଯୁଗରେ ଭଗବାନ ଶ୍ରୀରାମଚନ୍ଦ୍ର ସିତା ଦେବୀଙ୍କ ଅନୁରୋଧରେ ନିଜ ଧନୁତୀରରେ ଚିତ୍ରକୁଟରେ ଗଢ଼ିଥିଲେ । ସିତା ଦେବୀଙ୍କ ସ୍ପର୍ଶରେ ଏହି ମୂର୍ତି ଜୀବନ୍ତ ହୋଇଯାଇଥିଲେ, ସେହିଦିନଠାରୁ ବ୍ରହ୍ମା ପୂଜା କରୁଥିଲେ ।
୭୯ କ ଧାଡ଼ି:
{{Odisha-geo-stub}}
 
[[ବିଭାଗଶ୍ରେଣୀ:ଓଡ଼ିଶାର ହିନ୍ଦୁ ମନ୍ଦିର]]
[[ବିଭାଗଶ୍ରେଣୀ:ହିନ୍ଦୁ ମନ୍ଦିର]]
[[ଶ୍ରେଣୀ:୧୩ଶ ଶତକର ଦେଉଳ]]