"ଭଗବତ ଗୀତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
EmausBot (ଆଲୋଚନା | ଅବଦାନ)
ଟିକେ r2.7.3) (Robot: Modifying new:श्रीमद्भागवत् गीता
ଟିକେ Robot: Interwiki standardization; ପ୍ରସାଧନ ବଦଳ
୧ କ ଧାଡ଼ି:
{{ଛୋଟ|Bhagavad Gita}}
[[Fileଫାଇଲ:Krishna Arjuna Gita.jpg|thumb|alt=An 1830 CE painting depicting Arjuna, on the chariot, paying obeisance to Krisha, the charioteer.|କୁରୁକ୍ଷେତ୍ରରେ କୃଷ୍ଣ ଓ ଅର୍ଜୁନ <!--c. 1830 painting-->]]
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି [[ମହାଭାରତ]]ର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା ୤ ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି ୤ ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି ୤ ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ୤
 
[[Imageଫାଇଲ:Bhagavad Gita, a 19th century manuscript.jpg|250px|thumb|ଭଗବତ ଗୀତା, ୧୯ଶତକର ତାଳପୋଥି]]
ଗୀତାର ୧୮ଟି ଅଧ୍ୟାୟ ହେଉଛି ୧୮ଟି ଯୋଗ୤ ପ୍ରଥମ ୬ଅଧ୍ୟାୟରେ ନିଷ୍କାମ କର୍ମଯୋଗ, ଦ୍ଵିତୀୟ ୬ଅଧ୍ୟାୟରେ ଭକ୍ତିଯୋଗ ଏବଂ ଶେଷ ୬ଅଧ୍ୟାୟରେ ଜ୍ଞାନଯୋଗ ବର୍ଣ୍ଣନା କରାଯାଇଛି ୤
# ପ୍ରଥମ ଅଧ୍ୟାୟ: ଅର୍ଜୁନଙ୍କ ବିଷାଦ ଯୋଗ ୤ କଠୋର କର୍ତ୍ତବ୍ୟ ନିକଟରେ ବନ୍ଧୁବାନ୍ଧବ, କୁଟୁମ୍ବ, ଭାଇ ଓ ପିତାମାତା ଆଦିଙ୍କର ସ୍ଥାନ ନାହିଁ ୤ ଏମାନଙ୍କ ଅନୀତିକୁ ପ୍ରଶ୍ରୟ ଦେଲେ କର୍ତ୍ତବ୍ୟରେ ଅବହେଳା ହୁଏ ବୋଲି ଶ୍ରୀକୃଷ୍ଣ କହୁଛନ୍ତି୤
୩୫ କ ଧାଡ଼ି:
{{କୃଷ୍ଣ}}
{{ହିନ୍ଦୁ ଦେବୀ ଦେବତା ଓ ଗ୍ରନ୍ଥ}}
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[ଶ୍ରେଣୀ:ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
 
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[als:Bhagavad Gita]]