ଅଜେନ ମୁର୍ମୁ

ଓଡ଼ିଆ ରାଜନୀତିଜ୍ଞ

ଅଜେନ ମୁର୍ମୁ (ଜନ୍ମ: ୮ ମଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ଅଜେନ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅଜେନ ମୁର୍ମୁ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀସୁଦାମ ମାରାଣ୍ଡି
ପର ଅଧିକାରୀପୁରୁଷୋତ୍ତମ ନାଏକ
ନିର୍ବାଚନ ମଣ୍ଡଳୀବାଙ୍ଗିରିପୋଷି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1968-05-08) ୮ ମଇ ୧୯୬୮ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
ଜୀବନ ସାଥୀଗୀତାମଣି ମୁର୍ମୁ
ବାପା/ବୋଉକରଣ ମୁର୍ମୁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ଅଜେନ ମୁର୍ମୁ ୧୯୬୮ ମସିହାର ମଇ ମାସ ୮ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କରଣ ମୁର୍ମୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧] ତାଙ୍କ ପତ୍ନୀଙ୍କ ନାମ ଗୀତାମଣି ମୁର୍ମୁ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଅଜେନ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ "Shri Ajen Murmu". odishaassembly.nic.in. Odisha Assembly. Retrieved 19 August 2019.