କଣ୍ଟାବାଞ୍ଝି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

କଣ୍ଟାବାଞ୍ଝି (କ୍ରମିକ ସଂଖ୍ୟା: ୭୦) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କଣ୍ଟାବାଞ୍ଝି (ବି), ତୁରକେଲା ବ୍ଳକ, ବଙ୍ଗୋମୁଣ୍ଡା ବ୍ଳକ ଓ ମୁରିବାହାଲ ବ୍ଳକ ।[୨][୩]

କଣ୍ଟାବାଞ୍ଝି ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୪୧,୬୨୦
ଜିଲ୍ଲା: ବଲାଙ୍ଗୀର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବଲାଙ୍ଗୀର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଆୟୁବ ଖାଁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କଠାରୁ ୩୮୬୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା, ବିଜୁ ଜନତା ଦଳ ପ୍ରାର୍ଥୀ ହାଜି ମହମ୍ମଦ ଆୟୁବ ଖାଁଙ୍କଠାରୁ ୫,୩୦୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, କଣ୍ଟାବାଞ୍ଝି [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
କଂଗ୍ରେସ ସନ୍ତୋଷ ସିଂହ ସାଲୁଜା ୬୨,୪୯୫ ୪୩.୨୪ -
ବିଜଦ ହାଜି ମହମ୍ମଦ ଆୟୁବ ଖାଁ ୫୭,୧୯୧ ୩୯.୫୭ -
ଭାଜପା ଅଜୟ କୁମାର ଦାସ ୧୬,୧୧୭ ୧୧.୧୫ -
ସ୍ୱାଧୀନ ସୁରଥ ବେହେରା ୨,୦୭୫ ୧.୪୪ -
ବସପା ନନ୍ଦ କୁମାର ମହାନନ୍ଦ ୧,୮୪୮ ୧.୨୮ -
ସମୃଦ୍ଧ ଓଡ଼ିଶା ଅଶୋକ କୁମାର ସିଂହ ଦେଓ ୧,୭୧୯ ୧.୧୯ -
କୋଶଳ କ୍ରାନ୍ତି ଦଳ ଯୋଗେନ୍ଦ୍ର ବଛା ୧,୦୮୭ ୦.୭୫ -
ସ୍ୱାଧୀନ ଗୁପ୍ତେଶ୍ୱର ବେନିଆ ୧,୦୫୨ ୦.୭୩ -
ସ୍ୱାଧୀନ ଗୋପାଳ ଭୋଇ ୯୬୨ ୦.୬୭ -
ଭୋଟ ବ୍ୟବଧାନ ୫,୩୦୪ ୩.୬୭* -
ମତଦାନ ହାର ୧,୪୪,୫୪୯ ୬୮.୯୧ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୬୧ରୁ ୨୦୧୪ ମଧ୍ୟରେ ମୋଟ ୧୩ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Kantabanji Assembly Election 2009, Orissa". empoweringindia.org. Retrieved 16 June 2013. Constituency: Kantabanji (70) District : Bolangir
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 5304
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 107-Kantabanji Constituency of ORISSA". eci.nic.in. 2006. Retrieved 16 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf