ଜଗତସିଂହପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ଜଗତସିଂହପୁର (କ୍ରମିକ ସଂଖ୍ୟା: ୧୦୪) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଜଗତସିଂହପୁର (ବି), ଜଗତସିଂହପୁର ବ୍ଳକ ଓ ନାଉଗାଁ ବ୍ଳକ ।[୨][୩]

ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୯୭,୭୦୭
ଜିଲ୍ଲା: ଜଗତସିଂହପୁର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଜଗତସିଂହପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କଠାରୁ ମାତ୍ର ୮୬୪୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।

ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳ ବିଜୁ ଜନତା ଦଳ ପ୍ରାର୍ଥୀ ବିଷ୍ଣୁଚରଣ ଦାସଙ୍କଠାରୁ ୨୮୮୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଷ୍ଣୁ ଚରଣ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କଠାରୁ ୧୦,୦୭୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ଜଗତସିଂହପୁର [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ବିଷ୍ଣୁ ଚରଣ ଦାସ ୬୭,୨୯୯ ୫୦.୬୪ -
କଂଗ୍ରେସ ଚିରଞ୍ଜୀବ ବିଶ୍ୱାଳ ୫୭,୨୨୨ ୪୩.୦୬ -
ଭାଜପା ଉପେନ୍ଦ୍ର ନାଥ ବିଶ୍ୱାଳ ୪,୮୬୪ ୩.୬୬ -
ସମୃଦ୍ଧ ଓଡ଼ିଶା ଗୋରା ଚାନ୍ଦ ବାରିକ ୧,୩୫୮ ୧.୦୨ -
ସ୍ୱାଧୀନ ବାସୁଦେବ ୭୬୦ ୦.୫୭ -
ସ୍ୱାଧୀନ ଡ. ସୁରେଶ ଚନ୍ଦ୍ର ମଲ୍ଲିକ ୭୫୧ ୦.୫୭ -
କଳିଙ୍ଗ ସେନା ଶିଶିର କୁମାର ସ୍ୱାଇଁ ୬୩୯ ୦.୪୮ -
ଭୋଟ ବ୍ୟବଧାନ ୧୦,୦୭୭ ୭.୫୮* -
ମତଦାନ ହାର ୧,୩୩,୦୧୭ ୭୦.୦୦ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ:[୭] [୮][୪]

ଆଧାର ସମ୍ପାଦନା

  1. "Jagatsinghpur Assembly Election 2009, Orissa". empoweringindia.org. Retrieved 19 June 2013. Constituency: Jagatsinghpur (104) District : Jagatsinghpur
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 10077
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 38-Jagatsinghpur Constituency of ORISSA". eci.nic.in. 2006. Retrieved 19 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ ସମ୍ପାଦନା