ଜିତୁ ପଟ୍ଟନାୟକ

ଓଡ଼ିଆ ରାଜନୀତିଜ୍ଞ

ଜିତୁ ପଟ୍ଟନାୟକ (ଜନ୍ମ: ୦୨ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜିତୁ ପଟ୍ଟନାୟକ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଧନୁର୍ଜୟ ସିଦୁ
ପର ଅଧିକାରୀସନାତନ ମହାକୁଡ଼
ନିର୍ବାଚନ ମଣ୍ଡଳୀଚମ୍ପୁଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-11-02) ୨ ନଭେମ୍ବର ୧୯୫୫ (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ଜୀବନ ସାଥୀସୁଜାତା ପଟ୍ଟନାୟକ
ସନ୍ତାନ୧ ପୁଅ
ବାପା/ବୋଉବି. ଡି. ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ଜିତୁ ପଟ୍ଟନାୟକ ୧୯୫୫ ମସିହାର ନଭେମ୍ବର ମାସ ୨ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବି. ଡି. ପଟ୍ଟନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ସୁଜାତା ପଟ୍ଟନାୟକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ "Shri Jitu Patnaik". odishaassembly.nic.in. Odisha Assembly. Retrieved 4 August 2019.