ନବୀନ ନନ୍ଦ

ଓଡ଼ିଆ ରାଜନୀତିଜ୍ଞ

ନବୀନ ନନ୍ଦ (ଜନ୍ମ: ୮ ଫେବୃଆରୀ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ନବୀନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଗଁଦିଆ ଓ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ନବୀନ ନନ୍ଦ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀସୁଧୀର କୁମାର ସାମଲ
ପର ଅଧିକାରୀସରୋଜ କୁମାର ସାମଲ
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ନିର୍ବାଚନ ମଣ୍ଡଳୀଗଁଦିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-02-08) ୮ ଫେବୃଆରୀ ୧୯୫୯ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି
ଜୀବନ ସାଥୀରଞ୍ଜିତା ନନ୍ଦ
ବାପା/ବୋଉହାଟ କିଶୋର ନନ୍ଦ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ନବୀନ ୧୯୫୯ ମସିହାର ଫେବୃଆରୀ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାଟ କିଶୋର ନନ୍ଦ ଓ ପତ୍ନୀଙ୍କ ନାମ ରଞ୍ଜିତା ନନ୍ଦ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୨]

ରାଜନୈତିକ ଜୀବନ ସମ୍ପାଦନା

ନବୀନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ପୂର୍ବରୁ ସେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୩]

ଆଧାର ସମ୍ପାଦନା

  1. ୧.୦ ୧.୧ "Former Dhenkanal MLA Nabin Nanda joins Odisha Congress". OrissaPost. 20 March 2019. Retrieved 3 August 2020.
  2. "Shri Nabin Nanda". odishaassembly.nic.in. Odisha Assembly. Retrieved 3 August 2020.
  3. "Dhenkanal Assembly Election Results 2019 Live: Dhenkanal Constituency (Seat) Election Results, Live News". News18. June 2019. Retrieved 1 August 2020.