ଶିମୂଳିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ଶିମୂଳିଆ (କ୍ରମିକ ସଂଖ୍ୟା: ୪୨) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଶିମୂଳିଆ ବ୍ଳକ ଓ ଖଇରା ବ୍ଳକ ।[୨][୩]

ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୧୩,୩୪୬
ଜିଲ୍ଲା: ବାଲେଶ୍ୱର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଭଦ୍ରକ
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କଠାରୁ ୭୯୩୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପର୍ଶୁରାମ ପାଣିଗ୍ରାହୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡାଙ୍କଠାରୁ ୧୦,୯୨୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ଶିମୂଳିଆ [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ପର୍ଶୁରାମ ପାଣିଗ୍ରାହୀ ୬୩,୪୭୯ ୪୭.୮୭ -
କଂଗ୍ରେସ ପଦ୍ମଲୋଚନ ପଣ୍ଡା ୫୨,୫୫୨ ୩୯.୬୩ -
ସ୍ୱାଧୀନ ମହେନ୍ଦ୍ର ପ୍ରସାଦ ଜେନା ୮,୦୪୭ ୬.୦୭ -
ଭାଜପା ତନୁଜା ପଣ୍ଡା ୫,୦୨୩ ୩.୭୯ -
ବସପା ଗୋପାଳ କୃଷ୍ଣ ଦାସ ୧,୯୬୯ ୧.୪୮ -
ସପା ମମତାଞ୍ଜଳୀ ତ୍ରିପାଠୀ ୧,୦୧୯ ୦.୭୭ -
ସମୃଦ୍ଧ ଓଡ଼ିଶା ରବିନ୍ଦ୍ର କୁମାର ମହାନ୍ତି ୫୦୬ ୦.୩୮ -
ଭୋଟ ବ୍ୟବଧାନ ୧୦,୯୨୭ ୮.୨୪* -
ମତଦାନ ହାର ୧,୩୨,୬୧୮ ୬୭.୫୬ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୬୧ରୁ ୨୦୦୯ ମଧ୍ୟରେ ମୋଟ ୧୨ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Simulia Assembly Election 2009, Orissa". empoweringindia.org. Retrieved 7 June 2013. Constituency: Simulia (42) District : Balasore
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 10927
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 16-Simulia Constituency of ORISSA". eci.nic.in. 2006. Retrieved 7 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf