ହାପି ଲକି

୨୦୧୮ର ଓଡ଼ିଆ କଥାଚିତ୍ର

ହାପି ଲକି, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୨][୩][୪][୫][୧][୬] ଏହି କଥାଚିତ୍ରଟି ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ନିର୍ମାଣ କରାଯାଇଥିଲା ।[୭] ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ ସଞ୍ଜୟ ମହାକୁଳ ଏବଂ ଦେବୀଦତ୍ତ ମହାନ୍ତି ।[୫][୮] ସୁଧାଂଶୁ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୯] ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[୧୦]

ହାପି ଲକି
ନିର୍ଦ୍ଦେଶକସୁଧାଂଶୁ ମୋହନ ସାହୁ
ପ୍ରଯୋଜକତରଙ୍ଗ ସିନେ ପ୍ରଡକ୍ସନ
ସଂଳାପସଞ୍ଜୟ ମହାକୁଡ଼
ଦେବୀଦତ୍ତ ମହାନ୍ତି
ଚିତ୍ରନାଟ୍ୟସଞ୍ଜୟ ମହାକୁଳ
ଦେବୀଦତ୍ତ ମହାନ୍ତି
କଳାକାରସମ୍ବିତ ଆଚାର୍ଯ୍ୟ
ଜ୍ୟୋତି ରଞ୍ଜନ ନାୟକ
ଏଲିନା ସାମନ୍ତରାୟ
ସସ୍ମିତା ପିୟାଲି ସାହୁ
ସଙ୍ଗୀତପ୍ରେମ ଆନନ୍ଦ
ଚିତ୍ରଗ୍ରହଣଆର୍ ଭଗତ ସିଂହ
ମୁକ୍ତିଲାଭ ତାରିଖ
୨୧ ଜାନୁଆରୀ ୨୦୧୮[୧]
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସମ୍ବିତ ଆଚାର୍ଯ୍ୟ[୧୧], ଜ୍ୟୋତି ରଞ୍ଜନ ନାୟକ, ଏଲିନା ସାମନ୍ତରାୟ ଏବଂ ସସ୍ମିତା[୧୨][୧୩][୧୪][୫] ସସ୍ମିତା ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ କିଏ ହେବ ମୋ ହିରୋଇନ୍‌ର ୩ୟ ସଂସ୍କରଣରେ ବିଜୟିନୀ ହୋଇଥିଲେ ।[୧୫] ମିହିର ଦାସ, ବବି ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା, ପୃଥ୍ୱୀରାଜ ନାୟକ, ଚୌଧୁରୀ ବିକାଶ ଦାସ, ତ୍ରିଭୁବନ, କାଳିଆ, ସର ଅପା ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।[୧୬]

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ[୫] ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା, ହ୍ୟୁମାନ ସାଗର, ବିଶ୍ୱଜିତ ମହାପାତ୍ର, ଶଶାଙ୍କ ଶେଖର, ଆଶୁତୋଷ ମହାନ୍ତି, ଅସୀମା ପଣ୍ଡା, ସତ୍ୟଜିତ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ ସମ୍ପାଦନା

କ୍ରମଗୀତଗାୟକସମୟ
1."ଚାଲିବ ଚାଲିବ"ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା 
2."ପ୍ରେମ ତୋର ବଦମାସ"ହ୍ୟୁମାନ ସାଗର, ଦୀପ୍ତିରେଖା ପାଢ଼ୀ 
3."ହାପି ଲକି"ବିଶ୍ୱଜିତ ମହାପାତ୍ର, ଶଶାଙ୍କ ଶେଖର 
4."ଓଷଦ ନେଇ ଆ"ଆଶୁତୋଷ ମହାନ୍ତି, ଅସୀମା ପଣ୍ଡା 
5."ପାର୍ଟି ବାଲା ନାଇଟ୍"ସତ୍ୟଜିତ, ସବିଶେଷ, ଲୋପାମୁଦ୍ରା 

ବ୍ୟବସାୟ ସମ୍ପାଦନା

ଏହି କଥାଚିତ୍ରଟି ୨୦୧୮ର ୨ୟ ଚଳଚ୍ଚିତ୍ର ଭାବରେ ମୁକ୍ତିଲାଭ କରିଥିଲେ ମଧ୍ୟ ଆଶାନୁରୂପ ବ୍ୟବସାୟ କରିନଥିଲା । [୨୬]

ଆଧାର ସମ୍ପାଦନା

  1. ୧.୦ ୧.୧ "ଆଜି ରିଲିଜ୍‌ : 'ହାପି ଲକି'". sambad.in. 21 January 2018. Retrieved 1 February 2018.
  2. "ଜାଣନ୍ତୁ , ୨୦୧୮ରେ ଏଯାଏଁ କେତୋଟି ଓଡ଼ିଆ ସିନେମା ରିଲିଜ୍‌ ହେଲା". Sambad.in. ଓଡ଼ିଶା. 29 December 2018. Archived from the original on 22 October 2020. Retrieved 29 December 2018.
  3. "ବଢ଼ୁଛି ଆକର୍ଷଣ , ନଅ ମାସରେ ୨୧ଟି ନୂଆ ଓଡ଼ିଆ ସିନେମା ଦେଖିଲେଣି ଦର୍ଶକ | Sambad". Sambad (in Odia). Odisha. 1 October 2018. Archived from the original on 4 November 2019. Retrieved 2 October 2018.{{cite news}}: CS1 maint: unrecognized language (link)
  4. "ବର୍ଷର ପ୍ରଥମ ଆଠ ମାସରେ ଓଲିଉଡର ହାଲଚାଲ୍‌ ସଂପର୍କରେ ଜାଣିବାକୁ ଚାହାଁନ୍ତି କି ? | Sambad". Sambad. 4 September 2018. Archived from the original on 7 September 2018. Retrieved 4 September 2018.
  5. ୫.୦ ୫.୧ ୫.୨ ୫.୩ "ପ୍ରଥମ ତିନି ମାସରେ ଏହି ସବୁ ଓଡ଼ିଆ ସିନେମା ରିଲିଜ୍‌ ହୋଇଛି". sambad.in. 1 April 2018. Retrieved 2 April 2018.
  6. "ପ୍ରଥମ ଦୁଇମାସରେ ମାତ୍ର ତିନିଟି ଓଡ଼ିଆ ଛବି!". sambad.in. 28 February 2018. Retrieved 5 March 2018.
  7. "'ଇସ୍କ'ର ଦୋଳିରେ ଝୁଲୁଛନ୍ତି ଏଲିନା". ସମାଜ (ରବିବାର) (in Odia). ଓଡ଼ିଶା. 2 September 2018. Archived from the original on 2 September 2018. Retrieved 2 September 2018.{{cite news}}: CS1 maint: unrecognized language (link)
  8. "Happy Lucky Odia Film Of Sambit, Elina, Jyoti Ranjan And Sasmita Cast, Crew". Odiainfo.in. Archived from the original on 9 February 2018. Retrieved 4 March 2018.
  9. ୯.୦ ୯.୧ "ମିହିରଙ୍କ ଭାତୁଡ଼ି". ସମାଜ. 17 December 2017. Retrieved 17 December 2017.[permanent dead link]
  10. "Odia Movies List 2018". OdiaLive. Archived from the original on 25 January 2019. Retrieved 30 December 2018.
  11. "ଏ ବର୍ଷ ଦୁଇ ନୂଆ ପାର୍ଟନରଙ୍କ ସହ ସମ୍ବିତ". sambad.in. 5 January 2018. Retrieved 1 February 2018.
  12. "ପ୍ରଥମ ତିନିମାସରେ କେଉଁ ନୂଆ ନାୟକ, ନାୟିକା ଓଲିଉଡରେ ଏଣ୍ଟ୍ରି କରିଛନ୍ତି ?". sambad.in. 2 April 2018. Retrieved 2 April 2018.
  13. "ପୁଣି ପରଦାରେ ଦେଖା ଦେବେ ଏହି ଓଲିଉଡ ଯୋଡି | Sambad". Sambad (in Odia). ଓଡ଼ିଶା. 27 March 2018. Archived from the original on 31 August 2018. Retrieved 2 September 2018.{{cite news}}: CS1 maint: unrecognized language (link)
  14. ୧୪.୦ ୧୪.୧ "ନୂଆବର୍ଷର ନୂଆଯୋଡ଼ି 'ହାପି ଲକି'". ସମାଜ. 3 December 2017. Retrieved 7 December 2017.[permanent dead link]
  15. "Sambit to share screen with Sasmita in upcoming Odia film Happy Lucky". Update Odisha. 9 December 2017. Retrieved 4 March 2018.
  16. "ହାପି ଲକି". ସମାଜ. 21 January 2018. Retrieved 24 January 2018.[permanent dead link]
  17. "ଏମାନଙ୍କର ଏବର୍ଷ ଦୁଇଟି ଓଡ଼ିଆ ସିନେମା". Sambad. ଭୁବନେଶ୍ୱର. 31 December 2018. Archived from the original on 2 January 2019. Retrieved 4 January 2019.
  18. "ଏ ବର୍ଷ ଏହି ଓଲିଉଡ ନାୟକ ମାରିଲେ ବାଜି". Sambad. 30 December 2018. Archived from the original on 24 September 2020. Retrieved 4 January 2019.
  19. "'ସୁପର ବୟ'ରେ ଜ୍ୟୋତିଙ୍କ ସହିତ ନଜର ଆସିବେ ଏହି ନାୟିକା | Kanak Lifestyle". Kanak News. Kanak Lifestyle. 25 February 2019. Archived from the original on 25 December 2021. Retrieved 25 December 2021.
  20. "ପୁଣି ଏହି ନାୟକଙ୍କ ଇଶ୍କରେ ଏଲିନା ! | Sambad". Sambad (in Odia). ଓଡ଼ିଶା. 13 September 2018. Archived from the original on 17 September 2018. Retrieved 14 September 2018.{{cite news}}: CS1 maint: unrecognized language (link)
  21. "ଏଲିନାଙ୍କ ଉତ୍ସାହ". ପ୍ରମେୟ. No. ରବିବାର. 22 January 2023. Archived from the original on 23 March 2023. Retrieved 23 March 2023.
  22. "ଏହି ବ୍ୟାନର୍‌ରୁ ବାଦ୍‌ ପଡ଼ିଲେ ଏଲିନା!". sambad.in. 28 March 2018. Retrieved 2 April 2018.
  23. "ସାବାସ୍ ସସ୍ମିତା". ସମାଜ. 4 February 2018. Retrieved 7 February 2018.[permanent dead link]
  24. "ପରଦାରେ ନାୟକ ସ୍ୱରାଜଙ୍କ ଭାଇ ଭୂମିକା କରି ଏବେ ଚର୍ଚ୍ଚାରେ ଅଛନ୍ତି ଏହି ଅଭିନେତା | Sambad". Sambad (in Odia). Odisha. 27 September 2018. Archived from the original on 30 September 2018. Retrieved 2 October 2018.{{cite news}}: CS1 maint: unrecognized language (link)
  25. "ପଜିଟିଭ୍‌ ରୋଲ୍‌ରେ ନଜର ଆସିବେ ଏହି ଅଭିନେତା". sambad.in. 29 March 2018. Retrieved 2 April 2018.
  26. "ଓଲିଉଡ଼୍‍ ପାଇଁ ନୈରାଶ୍ୟଜନକ ପ୍ରଥମ ମାସ!". sambad.in. 2 February 2018. Retrieved 6 February 2018.

ବାହାର ଆଧାର ସମ୍ପାଦନା