ବିଶ୍ୱନାଥ ପରିଡ଼ା

ଓଡ଼ିଆ ରାଜନୀତିଜ୍ଞ

ବିଶ୍ୱନାଥ ପରିଡ଼ା (ମୃତ୍ୟୁ: ୨୦ ସେପ୍ଟେମ୍ବର ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ବିଶ୍ୱନାଥ ପରିଡ଼ା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀପଦ୍ମ ଚରଣ ସାମନ୍ତ ସିଂହାର
ନିର୍ବାଚନ ମଣ୍ଡଳୀବ୍ରହ୍ମଗିରି
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୦ ସେପ୍ଟେମ୍ବର ୧୯୮୨(୧୯୮୨-୦୯-୨୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ବିଶ୍ୱନାଥ ଓଡ଼ିଶା ରାଜନୀତିରେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ ନିର୍ବାଚିତ ହୋଇଥିଲେ ।[୧]

ମୃତ୍ୟୁ ସମ୍ପାଦନା

ବିଶ୍ୱନାଥ ପରିଡ଼ା ୧୯୮୨ ମସିହାର ସେପ୍ଟେମ୍ବର ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Biswanath Parida". odishaassembly.nic.in. Odisha Assembly. Retrieved 26 February 2021.