ବିଶ୍ୱ କବିତା ଦିବସ
ବିଶ୍ୱ କବିତା ଦିବସ ପ୍ରତିବର୍ଷ ମାର୍ଚ୍ଚ ୨୧ ତାରିଖରେ ପାଳିତ ହୁଏ ।[୧]
ଇତିହାସସମ୍ପାଦନ କରନ୍ତୁ
୧୯୯୯ ମସିହାରେ ୟୁନେସ୍କୋଦ୍ୱାରା ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ କବିତା ଦିବସ ଭାବେ ପାଳନ କରିବା ନିଷ୍ପତ୍ତି ନିଆଯାଇଥିଲା । ୟୁନେସ୍କୋର ଘୋଷଣାନାମା ଅନୁସାରେ ଏହାର ମୂଳ ଉଦ୍ଦେଶ୍ୟ ହେଲା ସାରା ବିଶ୍ୱରେ କବିତା ଲେଖିବା, ପଢ଼ିବା, ପ୍ରକାଶନ କରିବା ଦିଗରେ ପ୍ରୋତ୍ସାହନ ଦେବା ସହ କବିମାନଙ୍କୁ ସମ୍ମାନିତ କରିବା । ଏଥି ସହ କ୍ଷେତ୍ରୀୟ, ରାଷ୍ଟ୍ରୀୟ ତଥା ଅନ୍ତରାଷ୍ଟ୍ରୀୟ ସ୍ତରରେ କବିତା ଆନ୍ଦୋଳନକୁ ମାନ୍ୟତା ଏବଂ ପ୍ରୋତ୍ସାହନ ଦେବା ।[୨]
ଆଧାରସମ୍ପାଦନ କରନ୍ତୁ
- ↑ "World Poetry Day". UNESCO (in ଇଂରାଜୀ). Retrieved 21 November 2018.
- ↑ "World Poetry Day". www.timeanddate.com (in ଇଂରାଜୀ). Retrieved 21 November 2018.
ବାହାର ଆଧାରସମ୍ପାଦନ କରନ୍ତୁ
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |