ଆଦରର ଓଡିଆ ଉଇକିଆଳି,
ଇଣ୍ଡିକ୍ ମିଡିଆ ଉଇକି ଡେଭଲପର୍ସ ୟୁଜର୍ ଗ୍ରୁପ୍, ଉଇକିମିଡିଆ ପ୍ରୋଜେକ୍ଟରେ ସହଯୋଗ କରୁଥିବାବେଳେ ବିଭିନ୍ନ ବୈଷୟିକ ପ୍ରସଙ୍ଗରେ ସମ୍ପ୍ରଦାୟର ସଦସ୍ୟଙ୍କ ଆବଶ୍ୟକତା ବୁଝିବା ପାଇଁ ଏକ ସମ୍ପ୍ରଦାୟର ବୈଷୟିକ ପରାମର୍ଶ ପ୍ରକ୍ରିୟାକୁ ପରିଚାଳନା କରୁଛି । ଏହାର ଲକ୍ଷ୍ୟ ହେଉଛି ଭାରତୀୟ ଭାଷାର ଉଇକି ସମ୍ପ୍ରଦାୟଗୁଡିକରେ ଥିବା ଅସୁବିଧା / ଚ୍ୟାଲେଞ୍ଜଗୁଡ଼ିକୁ ଭଲ ଭାବରେ ଜାଣିବା , ସାଧାରଣ ସମସ୍ୟାଗୁଡିକ ବୁଝିବା ଏବଂ ଭବିଷ୍ୟତର ଟେକନିକାଲ ବିକାଶ କାର୍ଯ୍ୟକଳାପକୁ ଶୃଙ୍ଖଳିତ କରିବା ।
ଏଥିପାଇଁ ପ୍ରଥମ ପଦକ୍ଷେପ ହେଉଛି ଏକ ସର୍ବେକ୍ଷଣ ଯେଉଁଠାରେ ଆପଣଙ୍କର ସାଧାରଣ ସମସ୍ୟା, ଧାରଣା ଇତ୍ୟାଦି ରିପୋର୍ଟ କରିବେ । ଦୟାକରି ଏହି ଲିଙ୍କରେ ସର୍ଭେ ପୁରଣ କରନ୍ତୁ (ନିଜ ପସନ୍ଦର ଭାଷାରେ)
https://docs.google.com/forms/d/e/1FAIpQLSfvVFtXWzSEL4YlUlxwIQm2s42Tcu1A9a_4uXWi2Q5jUpFZzw/viewform?usp=sf_link
ସର୍ଭେ ପୁରା କରିବାର ଶେଷ ତାରିଖ ହେଉଛି ୨୧ ସେପ୍ଟେମ୍ବର୨୦୨୪ ।
ଏହି କାମ ବିଷୟରେ ଅଧିକ ପଢିବାକୁ , ଏହି ପୃଷ୍ଠା ଦେଖନ୍ତୁ : https://w.wiki/AV78
ଉପରୋକ୍ତ ଲିଙ୍କରେ ଓଡିଆରେ ପଢିବା ପାଇଁ ସର୍ଭେ ଉପଲବ୍ଧ ଅଛି ।
ଯଦି ଆପଣ ଏକାଧିକ ପ୍ରସଙ୍ଗ କିମ୍ବା ଧାରଣା ରିପୋର୍ଟ କରିବାକୁ ଚାହାଁନ୍ତି ତେବେ ଆପଣ ଏକାଧିକ ଥର ସର୍ଭେ ପୂରଣ କରିପାରିବେ ।
ଆପଣଙ୍କ ଅବଦାନ ପାଇଁ ଧନ୍ୟବାଦ!
ଇଣ୍ଡିକ୍ ମିଡିଆ ଉଇକି ଡେଭଲପର୍ସଙ୍କ ତରଫରୁ,
ଶୁଭେଚ୍ଛା ସହ
ଚିନ୍ମୟୀ