ବୀରଭଦ୍ର ସିଂହ
ଓଡ଼ିଆ ରାଜନୀତିଜ୍ଞ
ବୀରଭଦ୍ର ସିଂହ (ଜନ୍ମ: ୩ ମାର୍ଚ୍ଚ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ବୀରଭଦ୍ର ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସ ଓ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ତିନିଥର ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୧, ୧୯୭୭ ଓ ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୭ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ବୀରଭଦ୍ର ସିଂହ | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ନିର୍ବାଚନ ମଣ୍ଡଳୀ | ଖୁଣ୍ଟା |
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ରାବଣେଶ୍ୱର ମଢ଼େଇ |
ପର ଅଧିକାରୀ | ରାବଣେଶ୍ୱର ମଢ଼େଇ |
ନିର୍ବାଚନ ମଣ୍ଡଳୀ | ଉଦଳା |
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ନିର୍ବାଚନ ମଣ୍ଡଳୀ | ଖୁଣ୍ଟା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ମାର୍ଚ୍ଚ ୧୯୪୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଉତ୍କଳ କଂଗ୍ରେସ, ଜନତା ପାର୍ଟି |
ଜୀବନ ସାଥୀ | ମାଳତୀ ସିଂହ |
ବାପା/ବୋଉ | ଦଲକା ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାବୀରଭଦ୍ର ସିଂହ ୧୯୪୫ ମସିହାର ମାର୍ଚ୍ଚ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଲକା ସିଂହ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ମାଳତୀ ସିଂହ ।[୧]
ରାଜନୈତିକ ଜୀବନ
ସମ୍ପାଦନାବୀରଭଦ୍ର ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସ ଓ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Birabhadra Singh". odishaassembly.nic.in. Odisha Assembly. Retrieved 29 August 2019.