ବୀରେନ୍ଦ୍ର କୁମାର ସାହୁ
ବୀରେନ୍ଦ୍ର କୁମାର ସାହୁ (୨୦ ଡିସେମ୍ବର ୧୯୩୫ - ୮ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମେଳଛାମୁଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବୀରେନ୍ଦ୍ର କୁମାର ସାହୁ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ନିର୍ବାଚନ ମଣ୍ଡଳୀ | ମେଳଛାମୁଣ୍ଡା |
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୩ | |
ନିର୍ବାଚନ ମଣ୍ଡଳୀ | ମେଳଛାମୁଣ୍ଡା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଡିସେମ୍ବର ୧୯୩୫ |
ମୃତ୍ୟୁ | ୮ ଅପ୍ରେଲ ୨୦୦୫ | (ବୟସ ୬୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ପ୍ରିୟମ୍ବଦା ସାହୁ |
ବାପା/ବୋଉ | ରାଜକୁମାର ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାବୀରେନ୍ଦ୍ର କୁମାର ସାହୁ ୧୯୩୫ ମସିହାର ଡିସେମ୍ବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜକୁମାର ସାହୁ ଓ ପତ୍ନୀଙ୍କ ନାମ ପ୍ରିୟମ୍ବଦା ସାହୁ ।[୧]
ରାଜନୈତିକ ଜୀବନ
ସମ୍ପାଦନାବୀରେନ୍ଦ୍ର କୁମାର ସାହୁ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିରେ ଓ ପରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ସ୍ୱତନ୍ତ୍ର ପାର୍ଟି |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ମେଳଛାମୁଣ୍ଡା | ଜନତା ପାର୍ଟି |
ମୃତ୍ୟୁ
ସମ୍ପାଦନାବୀରେନ୍ଦ୍ର କୁମାର ସାହୁ ୨୦୦୫ ମସିହାର ଅପ୍ରେଲ ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Birendra Kumar Sahoo". odishaassembly.nic.in. Odisha Assembly. Retrieved 22 September 2022.