ବୃନ୍ଦାବନ ଦାସ (ରାଜନେତା)
ଓଡ଼ିଆ ରାଜନୀତିଜ୍ଞ
(ବୃନ୍ଦାବନ ଦାସ (ରାଜେନତା)ରୁ ଲେଉଟି ଆସିଛି)
ବୃନ୍ଦାବନ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ ଓ ପରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]
ବୃନ୍ଦାବନ ଦାସ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ପଶ୍ଚିମ ଭଦ୍ରକ |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ନନ୍ଦକିଶୋର ଜେନା, ନୀଳମଣି ରାଉତରାୟ |
ନିର୍ବାଚନ ମଣ୍ଡଳୀ | ଚାନ୍ଦବାଲି |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାବୃନ୍ଦାବନ ଦାସ କଂଗ୍ରେସ ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[୨]
ଆଧାର
ସମ୍ପାଦନା- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 17 January 2024.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ "Shri Brundabana Das". odishaassembly.nic.in. Odisha Assembly. Retrieved 17 January 2024.