ବେଣୁଧର ନାଏକ
ଓଡ଼ିଆ ରାଜନୀତିଜ୍ଞ
ବେଣୁଧର ନାଏକ (୧୧ ଜାନୁଆରୀ ୧୯୩୬ - ୨୦ ଫେବୃଆରୀ ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବେଣୁଧର ନାଏକ | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ହେମେନ୍ଦ୍ର ପ୍ରସାଦ ମହାପାତ୍ର |
ପର ଅଧିକାରୀ | ହେମନ୍ତ କୁମାର ସିଂହ ଦଣ୍ଡପାଟ |
ନିର୍ବାଚନ ମଣ୍ଡଳୀ | ବଣାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଜାନୁଆରୀ ୧୯୩୬ |
ମୃତ୍ୟୁ | ୨୦ ଫେବୃଆରୀ ୧୯୯୪ | (ବୟସ ୫୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସାବିତ୍ରୀ ଦେବୀ |
ବାପା/ବୋଉ | ପ୍ରାଣକୃଷ୍ଣ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାବେଣୁଧର ୧୯୩୬ ମସିହାର ଜାନୁଆରୀ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରାଣକୃଷ୍ଣ ନାଏକ ଓ ପତ୍ନୀଙ୍କ ନାମ ସାବିତ୍ରୀ ଦେବୀ ।[୧]
ରାଜନୈତିକ ଜୀବନ
ସମ୍ପାଦନାବେଣୁଧର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାବେଣୁଧର ୧୯୯୪ ମସିହାର ଫେବୃଆରୀ ୨୦ ତାରିଖରେ ୫୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Benudhar Naik". odishaassembly.nic.in. Odisha Assembly. Retrieved 5 December 2020.