ବେଦବ୍ୟାସ ନାୟକ

ଓଡ଼ିଆ ରାଜନୀତିଜ୍ଞ

ବେଦବ୍ୟାସ ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ବେଦବ୍ୟାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରୁଥିଲେ । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ବେଦବ୍ୟାସ ନାୟକ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀପ୍ରେମାନନ ନାୟକ
ନିର୍ବାଚନ ମଣ୍ଡଳୀତେଲକୋଇ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ବେଦବ୍ୟାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଥରେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ବେଦବ୍ୟାସ ନାୟକ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୬,୬୭୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜତୀୟ କଂଗ୍ରେସର ପ୍ରାର୍ଥୀ ଧନୁର୍ଜୟ ସିଦ୍ଦୁଙ୍କୁ ୧୩,୯୫୪ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର ସମ୍ପାଦନା

  1. "Shri Bedabyasa Nayak". odishaassembly.nic.in. Odisha Assembly. Retrieved 22 July 2019.