ବୈଷ୍ଣବ ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ବୈଷ୍ଣବ ପ୍ରଧାନ (୧ ଅପ୍ରେଲ ୧୯୫୧ - ୨୧ ମଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବୈଷ୍ଣବ ପ୍ରଧାନ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୧ ମଇ ୨୦୦୩
ପୂର୍ବ ଅଧିକାରୀରାମଚନ୍ଦ୍ର ପ୍ରଧାନ
ପର ଅଧିକାରୀସଞ୍ଜୀବ କୁମାର ସାହୁ
ନିର୍ବାଚନ ମଣ୍ଡଳୀବୀରମହାରାଜପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1951-04-01)୧ ଅପ୍ରେଲ ୧୯୫୧
ମୃତ୍ୟୁ୨୧ ମଇ ୨୦୦୩(2003-05-21) (ବୟସ ୫୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀପୁଷ୍ପାଞ୍ଜଳୀ ପ୍ରଧାନ
ବାପା/ବୋଉଘନଶ୍ୟାମ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ବୈଷ୍ଣବ ପ୍ରଧାନ ୧୯୫୧ ମସିହାର ଅପ୍ରେଲ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଘନଶ୍ୟାମ ପ୍ରଧାନ ଓ ପତ୍ନୀଙ୍କ ନାମ ପୁଷ୍ପାଞ୍ଜଳୀ ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ବୈଷ୍ଣବ ପ୍ରଧାନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ବୈଷ୍ଣବ ପ୍ରଧାନ ୨୦୦୩ ମସିହାର ମଇ ୨୧ ତାରିଖରେ ମୃତ୍ୟବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Baishnaba Pradhan". odishaassembly.nic.in. Odisha Assembly. Retrieved 9 August 2022.