ବ୍ରଜନାଥ ମିଶ୍ର

ଓଡ଼ିଆ ରାଜନୀତିଜ୍ଞ

ବ୍ରଜନାଥ ମିଶ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ଉତ୍ତର କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ବ୍ରଜନାଥ ମିଶ୍ର
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର କେନ୍ଦ୍ରାପଡ଼ା (ଉପ)
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳକଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ବ୍ରଜନାଥ ମିଶ୍ର କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Braja Nath Mishra". odishaassembly.nic.in. Odisha Assembly. Retrieved 29 October 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)