କିଛି ରସଗୋଲା ସହିତ ଆପଣଙ୍କୁ ପାଛୋଟି ନେଉଛୁ!
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ

ଆଦରର ଚିନ୍ମୟ ଦାଶ,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}} ନକଲ କରି ପକାଇଦିଅନ୍ତୁ । --ସୁଭାସିସପାଣିଗାହିମୋତେ କହିବେ କିଛି? ୧୫:୫୪, ୯ ମାର୍ଚ ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର ଚିନ୍ମୟ ଦାଶ,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୩୫, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--ଆଦିତ୍ୟ ମହାର (ଆଲୋଚନା) ୦୪:୪୭, ୨୧ ଅକ୍ଟୋବର ୨୦୧୫ (UTC)