କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ଆଦରର ସନ୍ଦିପ,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୧:୦୬, ୨ ନଭେମ୍ବର ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର ସନ୍ଦିପ,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଶିତିକଣ୍ଠ (ଆଲୋଚନା) ୧୭:୧୧, ୨୫ ଜାନୁଆରୀ ୨୦୧୪ (UTC)