ସୁକାନ୍ତ କୁମାର୍ ପଟେଲ
Joined ୧୨ ଜୁନ ୨୦୧୭
Latest comment: ୬ ବର୍ଷ ପୂର୍ବେ by Psubhashish
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ
ଆଦରର ସୁକାନ୍ତ କୁମାର୍ ପଟେଲ,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ବ
- ଓଡ଼ିଆ ଉଇକିପିଡ଼ିଆ କିପରି ବ୍ୟବହାର କରିବେ
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ପ୍ରସଙ୍ଗସମୂହ କିପରି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ଲିଖନ ଶୈଳୀ
ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}}
ନକଲ କରି ପକାଇଦିଅନ୍ତୁ ।
--ସୁଭାସିସ ପାଣିଘରି (ଆଳାପ) ୦୮:୪୧, ୧୨ ଜୁନ ୨୦୧୭ (IST)