ନମସ୍କାର ସରୋଜ କୁମାର ବେହେରା, ଓଡ଼ିଆ ଉଇକିପିଡ଼ିଆକୁ ସ୍ଵାଗତ!

ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


ସରୋଜ କୁମାର ବେହେରା, ଧନ୍ୟବାଦମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୦:୨୮, ୧୪ ଜୁଲାଇ ୨୦୧୪ (UTC)

ପ୍ରଧାନପୃଷ୍ଠାରେ ଆପଣଙ୍କ ଛବି ସମ୍ପାଦନା

ପ୍ରିୟ ସରୋଜ, ଉଇକିମିଡ଼ିଆ କମନ୍ସରେ ଆପଣ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରଖିଥିବା ଛବିଟି ଅଗଷ୍ଟ ପ୍ରଥମ ସପ୍ତାହରେ ଓଡ଼ିଆ ଉଇକିପିଡ଼ିଆର ପ୍ରଧାନପୃଷ୍ଠାରେ ସପ୍ତାହର ବଛା ଛବି ଭାବେ ରଖାଯାଇଛି :) ଏହି ଅବସରରେ ଉଇକିମିଡ଼ିଆର ପ୍ରକଳ୍ପଗୁଡ଼ିକରେ ଆପଣଙ୍କ ଅବଦାନ ନିମନ୍ତେ ସାଧୁବାଦ ଜଣାଇବା ସହ ପୁଣିଥରେ ସ୍ଵାଗତ ଜଣାଉଛି ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୮:୪୦, ୩ ଅଗଷ୍ଟ ୨୦୧୪ (UTC)

A cup of coffee for you! ସମ୍ପାଦନା

  ଭାଇ,

ଖୁବ କମ ଦିନରେ ଆପଣଙ୍କ ଅବଦାନ ଓ ଆଗ୍ରହ ଦେଖି ବହୁତ ଖୁସି ଲାଗୁଛି, ଆଶା କରୁଛି ଆଗକୁ ମଧ୍ୟ ଏମିତି ଜାରି ରଖିବ। ଚା’ କପେ ପିଇକି ସତେଜ ହୁଅ ଓ ଆଗକୁ ଆଗେଇ ଚାଲ । ହଁ ଆଉ ଗୋଟେ କଥା, ସମୟ ସୁବିଧା ଦେଖି ଓଡ଼ିଶା ସମ୍ବନ୍ଧୀୟ ତଥା ଅନ୍ୟାନ୍ୟ ଛବି ଅପଲୋଡ଼ କରିବାହେଉ :) ଆଦିତ୍ୟ ମହାର (ଆଲୋଚନା) ୧୨:୪୨, ୫ ଡିସେମ୍ବର ୨୦୧୪ (UTC)

 

ନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
ଭାଗ ନିଅନ୍ତୁ! ପ୍ରସଙ୍ଗ ତାଲିକା କିପରି ଲେଖିବେ ଶିଖିବାକୁ ଚାହାନ୍ତି?

--ସୁଭାସିସ ପାଣିଗାହି (ଆଳାପ) ୧୮:୧୪, ୧୭ ଅଗଷ୍ଟ ୨୦୧୫ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

  ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)  

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

  ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
  ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)Reply