Ahkhil
ଆଦରର Ahkhil,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -Sailesh Patnaik ଶୈଳେଶ (ମୋ ଆଲୋଚନା) ୦୯:୦୩, ୩୧ ମାର୍ଚ୍ଚ ୨୦୧୫ (UTC)
ନବକଳେବର ଗଣସମ୍ପାଦନା ୨୦୧୫ ଭାଗ ନେବା ପାଇଁ ଅନୁରୋଧ
ସମ୍ପାଦନାନବକଳେବର ଏଇ ମାତ୍ର ସରିଛି ଆଉ ସବୁରି ମନରୁ ସେ ଅଗୁରୁ-ଚୁଆର ମହକ ଏ ଯାଏ ଅଛି । ଆମେ ସେ ମହକକୁ ଆଉ ସଭିଙ୍କ ପାଖେ ପହଞ୍ଚାଇବା ପାଇଁ ଏକ ମାସକାଳୀନ ଗଣସମ୍ପାଦନା ଆରମ୍ଭ କରିଛୁ । ଆପଣ ଏଥିରେ ଭାଗ ନେଇପାରିବେ, ଜଗନ୍ନାଥ ଚଳଣି ସମ୍ବନ୍ଧରେ ଅନେକ ପ୍ରସଙ୍ଗରେ ଭାଗ ନେଇ ଲେଖିପାରିବେ ଓ ସମ୍ପାଦନା କରିପାରିବେ ।
--ସୁଭାସିସ ପାଣିଗାହି (ଆଳାପ) ୧୮:୧୯, ୧୭ ଅଗଷ୍ଟ ୨୦୧୫ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
ସମ୍ପାଦନା
|
--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)