ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Alokbhoiodisha, ଧନ୍ୟବାଦସୌମେନ୍ଦ୍ର (ମୋ ଆଲୋଚନା) ୧୯:୨୯, ୩୧ ଅଗଷ୍ଟ ୨୦୧୮ (IST)

A barnstar for you!ସମ୍ପାଦନ କରନ୍ତୁ

  The Original Barnstar
ନମସ୍କାର Alok ସାର, ଓଡ଼ିଶାର ୨୦୧୪ ନିର୍ବାଚନ ସମ୍ପର୍କିତ ଆବଶ୍ୟକୀୟ ଲେଖା ଗୁଡ଼ିକ ପାଇଁ ଆପଣଙ୍କୁ ଅନେକ ଅନେକ ଧନ୍ୟବାଦ । ସୌମେନ୍ଦ୍ର (ମୋ ଆଲୋଚନା) ୧୯:୫୯, ୭ ସେପ୍ଟେମ୍ବର ୨୦୧୮ (IST)