ଆନନ୍ଦ ରି ଚେକ ସତପଥୀ (Talk) ୦୧:୫୯, ୧୩ ଜୁଲାଇ ୨୦୧୨ (UTC)

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ ସମ୍ପାଦନା

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ   -- ଅଂଶୁମାନ ତାର ଯୋଡ଼ିବେ? ୧୩:୫୨, ୧୭ ଜୁଲାଇ ୨୦୧୨ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)