Anitosh~orwiki
ପାଛୋଟା!
ଓଳିଗି, Anitosh ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖଁବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ and ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Srikant Kedia (talk) ୧୭:୫୭, ୧୯ ମାର୍ଚ ୨୦୧୧ (UTC)
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ
ସମ୍ପାଦନାଆଜ୍ଞା ନମସ୍କାର Anitosh~orwiki,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|
Your account will be renamed
ସମ୍ପାଦନାHello,
The developer team at Wikimedia is making some changes to how accounts work, as part of our on-going efforts to provide new and better tools for our users like cross-wiki notifications. These changes will mean you have the same account name everywhere. This will let us give you new features that will help you edit and discuss better, and allow more flexible user permissions for tools. One of the side-effects of this is that user accounts will now have to be unique across all 900 Wikimedia wikis. See the announcement for more information.
Unfortunately, your account clashes with another account also called Anitosh. To make sure that both of you can use all Wikimedia projects in future, we have reserved the name Anitosh~orwiki that only you will have. If you like it, you don't have to do anything. If you do not like it, you can pick out a different name.
Your account will still work as before, and you will be credited for all your edits made so far, but you will have to use the new account name when you log in.
Sorry for the inconvenience.
Yours,
Keegan Peterzell
Community Liaison, Wikimedia Foundation
୦୪:୨୨, ୧୮ ମାର୍ଚ୍ଚ ୨୦୧୫ (UTC)
Renamed
ସମ୍ପାଦନାThis account has been renamed as part of single-user login finalisation. If you own this account you can log in using your previous username and password for more information. If you do not like this account's new name, you can choose your own using this form after logging in: ବିଶେଷ:GlobalRenameRequest. -- Keegan (WMF) (talk)
୧୦:୦୯, ୧୯ ଅପ୍ରେଲ ୨୦୧୫ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
ସମ୍ପାଦନା
|
--Saileshpat (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)