Chittaranjan kar
ଆଦରର Chittaranjan kar,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ବ
- ଓଡ଼ିଆ ଉଇକିପିଡ଼ିଆ କିପରି ବ୍ୟବହାର କରିବେ
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ପ୍ରସଙ୍ଗସମୂହ କିପରି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ଲିଖନ ଶୈଳୀ
ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}}
ନକଲ କରି ପକାଇଦିଅନ୍ତୁ ।
-- ଅηsuмaη Talk ୧୩:୧୪, ୨୫ ଫେବୁଆରି ୨୦୧୨ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ
ସମ୍ପାଦନା
|
--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)
ମୁରଲୀ ମନୋହର ଶର୍ମା
ସମ୍ପାଦନାଏବେପାଇଁ ଆପଣଙ୍କ ଲେଖାଟି ଏଇଠି ରହିଲା, ବ୍ୟବହାରକାରୀ:Chittaranjan kar/ମୁରଲୀ ମନୋହର ଶର୍ମା, ଯଥେଷ୍ଟ ଆଧାର ଯୋଡ଼ିଲା ପରେ "Main Space:ମୁରଲୀ ମନୋହର ଶର୍ମା" କୁ ନେଇ ପାରିବା । ଆପଣଙ୍କ ଅବଦାନ ପାଇଁ ଧନ୍ୟବାଦ । -- ଅଂଶୁମାନ ତାର ଯୋଡ଼ିବେ? ୧୧:୪୨, ୨୬ ଫେବୃଆରୀ ୨୦୧୮ (IST)