ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Cvohoguf, ଧନ୍ୟବାଦ ଗପୁ (ମୋ ଆଲୋଚନା) ୨୨:୪୦, ୨୧ ଅଗଷ୍ଟ ୨୦୨୩ (IST)Reply

ଆପଣଙ୍କ ଲେଖା ସମ୍ବନ୍ଧରେ

ସମ୍ପାଦନା

ଆପଣ ଲେଖିଥିବା ଲେଖା ଲକ୍ଷ୍ମୀ ନାରାୟଣ ମହାରଣା ଉଇକିପିଡ଼ିଆରେ ରହିପାରିବ ନାହିଁ । ଉଇକିପିଡ଼ିଆରେ କେବଳ ଜଣାଶୁଣା ବ୍ୟକ୍ତିତ୍ୱଙ୍କ ବିଷୟରେ ଲେଖା ରହିପାରିବ । ଆପଣ ଜାଣିଥିବା ଅନ୍ୟ କାହା ବିଷୟରେ ଲେଖି ପାରିବେ । Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୨୩:୨୮, ୨୪ ଅଗଷ୍ଟ ୨୦୨୩ (IST)Reply