କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ଆଦରର Jmh649,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Srikant Kedia ୧୭:୩୫, ୧୧ ମଇ ୨୦୧୩ (UTC)

Thanks but only type English. Doc James (ମୋ ଆଲୋଚନା) ୨୧:୫୬, ୬ ମାର୍ଚ୍ଚ ୨୦୧୫ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)

A barnstar for you! ସମ୍ପାଦନା

  The Barnstar of Diligence
James, I am amazed at your work for which I offer you this Barnstar of Diligence. Subas Chandra Rout (ମୋ ଆଲୋଚନା) ୧୬:୩୮, ୨୬ ଅଗଷ୍ଟ ୨୦୧୬ (IST)Reply
Thank you Subas :-) Doc James (ମୋ ଆଲୋଚନା) ୨୩:୨୩, ୨୬ ଅଗଷ୍ଟ ୨୦୧୬ (IST)Reply
 

You have been a medical translators within Wikipedia. We have recently relaunched our efforts and invite you to join the new process. Let me know if you have questions. Best Doc James (talk · contribs · email) 12:34, 13 August 2023 (UTC)