ବ୍ୟବହାରକାରୀଙ୍କ ଆଲୋଚନା:Guguly18
ପାଛୋଟା!
ଓଳିଗି, Guguly18 ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:
- ଉଇକିପିଡ଼ିଆର ପାଞ୍ଚଟି ଖଁବ
- ଶିକ୍ଷଣ
- ଫରଦଟିଏ କେମିତି ବଦଳାଇବେ and ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}}
କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! -Srikant Kedia (ମୋ କଥା) ୦୯:୫୮, ୩ ଏପ୍ରିଲ ୨୦୧୧ (UTC)
ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ ସମ୍ପାଦନ କରନ୍ତୁ
ଆଜ୍ଞା ନମସ୍କାର Guguly18,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|
License/ସତ୍ତ୍ଵ ସମ୍ପାଦନ କରନ୍ତୁ
ବନ୍ଧୁ ନମସ୍କାର, ଆପଣ ଯେଉଁ ଏହି ଫାଇଲମାନ ଅପଲୋଡ଼ କରିଛନ୍ତି, ତାହାର license ଦେଇ ନାହାନ୍ତି । ବିନା licenseରେ ରଖିହେବନି । ସାହାଯ୍ୟ ପାଇଁ ଏହି ପୃଷ୍ଠା Commons:Choosing a license ଓ Commons:Licensing ଦେଖନ୍ତୁ । ଧନ୍ୟବାଦ :-) -- ଅηsuмaη Talk ୧୮:୩୨, ୨୩ ମଇ ୨୦୧୨ (UTC)
- ଭାଇ, ମୋତେ ଧର୍ଯ୍ୟ ଧରିବା ପାଇଁ କହିଲେ, କିନ୍ତୁ ସତ୍ତ୍ଵ ଦେଲେନି ? ମୁଁ delete ନ କଲେ "Global Sysop" ଅଛନ୍ତି, ସେମାନେ କରିଦେବେ । ଯଦି ଏହି ଛବି ସବୁ ନିଜେ ଉଠାଇଛନ୍ତି, ବା କଉଁଣ୍ଠୁ ପାଇଲେ ଲିଙ୍କ ଦେଇ Commons ରେ ଆଉଥରେ ଅପଲୋଡ଼ କରନ୍ତୁ । ଏମିତି ବି ଏହି ସବୁ ଛବି ପାଇଁ Commons ହିଁ ସଠିକ ଜାଗା । :-) -- ଅଂଶୁମାନ ତାର ଯୋଡ଼ିବେ? ୦୬:୦୪, ୧୮ ଜୁନ ୨୦୧୨ (UTC)
- ଆଉ ଅପଲୋଡ଼ କରିବା ଦରକାର ନାହିଁ । ଏବେ ଦୁଇଟା ଛବି commonsରେ । ଆଉ ଗୋଟେରେ ସତ୍ତ୍ଵ ଯୋଡିଦେଲି । -- ଅଂଶୁମାନ ତାର ଯୋଡ଼ିବେ? ୦୬:୪୨, ୧୮ ଜୁନ ୨୦୧୨ (UTC)
ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ ସମ୍ପାଦନ କରନ୍ତୁ
ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୩:୫୭, ୧୭ ଜୁଲାଇ ୨୦୧୨ (UTC)
ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନ କରନ୍ତୁ
ଆଦରର Guguly18,
ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ । |
ସୋସିଆଲ ମିଡ଼ିଆ ମୁଣ୍ଡି ସମ୍ପାଦନ କରନ୍ତୁ
ସୋସିଆଲ ମିଡ଼ିଆ ମୁଣ୍ଡି | |
ଓଡ଼ିଶା ଦିବସ ୨୦୧୪ ସମୟରେ ଫେସବୁକ ଆଉ ଟୁଇଟରରେ ଓଡ଼ିଆ ଉଇକିପିଡ଼ିଆରେ ଜୋରଦାର ପ୍ରଚାର ନିମନ୍ତେ ତମକୁ "ସୋସିଆଲ ମିଡ଼ିଆ ମୁଣ୍ଡି" ଉପାଧିରେ ଭୂଷିତ କରାଗଲା! ସୁଭାସିସ ପାଣିଗାହି ମୋ ସଙ୍ଗେ ଆଲୋଚନା କରନ୍ତୁ ୦୬:୫୦, ୩୦ ମାର୍ଚ୍ଚ ୨୦୧୪ (UTC) |
ଭୁବନେଶ୍ୱର ମେଳଣ ସମ୍ପାଦନ କରନ୍ତୁ
ଗୁଗୁଲି ଭାଇ, ଅଂଶୁମାନ ଭାଇଙ୍କ ସଙ୍ଗେ ଭେଟ । ସେ ତାଙ୍କ ସାଙ୍ଗମାନଙ୍କୁ IISC ବେଙ୍ଗାଳୁରୁରେ ମିଶାଇ ଗୋତେ ଦଳ ତିଆରି କରିଛନ୍ତି । ସେମାନେ ଏବେ ବିଜ୍ଞାନ ଲେଖାମାନ ଲେଖୁଛନ୍ତି । ଅଂଶୁମାନ ଭାଇ. ଗୁଗୁଲି (ଦୀପ୍ତିମାନ) ଭାଇ ଆମର ଜଣେ ପୁରୁଖା ଲୋକ । ସେ ଏବେ ଭୁବନେଶ୍ୱରରେ ଅଛନ୍ତି । ତମେ ଦି ଜଣ ସୁବାସ ସାର, ଜ୍ଞାନ ଆଉ ବାକି ଆଇଆଇଏମସି ପିଲାଙ୍କୁ ମିଶାଇ ତଥା କିସର ଶିକ୍ଷକମାନଙ୍କୁ ମିଶାଇ ଗୋଟେ ବଡ଼ ମେଳଣ କରିପାରିଲେ ଭଲ ହୁଅନ୍ତା । ଏଇ ଶନି/ରବିବାର କଥା ଭାବ । ଯଦି ସମସ୍ତେ କିସ ଯିବାକୁ ରାଜି ତାହେଲେ ମୁଁ ସେମାନଙ୍କ ସଙ୍ଗେ କଥା ବି ହେଇପାରେ । ସମୟ ଅଳପ, ତେଣୁ ସହଳ ସିଦ୍ଧାନ୍ତ ନିଅ କେବେ କେଉଁଠି ଭେଟିବ । --ସୁଭାସିସ ପାଣିଗାହି ଆଳାପ ୦୪:୩୮, ୧୭ ଡିସେମ୍ବର ୨୦୧୪ (UTC)
ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନ କରନ୍ତୁ
|
--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)
ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ ସମ୍ପାଦନ କରନ୍ତୁ
ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"। ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk |
ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନ କରନ୍ତୁ
ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ | |
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?) |
ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନ କରନ୍ତୁ
ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ | |
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST) |
ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ରେ ଭାଗ ନେବାକୁ ନିମନ୍ତ୍ରଣ ସମ୍ପାଦନ କରନ୍ତୁ
ନମସ୍କାର, ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ ଆସନ୍ତା ଫେବୃଆରୀ ମାସ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଗଣ-ସମ୍ପାଦନାରେ ଆମେ ଓଡ଼ିଆ ଭାଷା ଏବଂ ତଦ୍ସମ୍ବନ୍ଧୀୟ ପ୍ରସଙ୍ଗମାନ ଉନ୍ନତ କରିବା ତଥା ଅତ୍ୟାବଶ୍ୟକୀୟ ପ୍ରସଙ୍ଗ ତିଆରି କରିବା । ଆଗରୁ ବହୁତ ପ୍ରସଙ୍ଗ ରହିଛି, ଯାହାକି ସେତେ ଉନ୍ନତମାନର ନାହିଁ, ତେଣୁ ତାକୁ ଉନ୍ନତ କରିବାକୁ ଏହି ଗଣ-ସମ୍ପାଦନାର ଆୟୋଜନ କରାଯାଇଛି । ଏହି ଗଣ-ସମ୍ପାଦନା ୨୮ ଫେବୃଆରୀ ୨୦୧୯ ଯାଏଁ ଚାଲିବ । ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସହାଯ୍ୟ ପାଇଁ ଆଲୋଚନା ପୃଷ୍ଠାରେ ଲେଖିପାରିବେ । |
--ସଂଗ୍ରାମ କେଶରୀ ସେନାପତି (ଗପୁ) (ମୋ ଆଲୋଚନା) ୨୩:୫୩, ୧୯ ଫେବୃଆରୀ ୨୦୧୯ (IST)
|
ପରମ ବୀର ଚକ୍ର ଗଣ-ସମ୍ପାଦନାରେ ଭାଗ ନେବାକୁ ଅନୁରୋଧ ସମ୍ପାଦନ କରନ୍ତୁ
ପରମ ବୀର ଚକ୍ର ଗଣସମ୍ପାଦନାରେ ଯୋଗ ଦେବାକୁ ଅନୁରୋଧ
୨୦୨୩ ସେପ୍ଟେମ୍ବର ୧୫ - ୨୦
ଅପେକ୍ଷାରେ,
ସଂଗ୍ରାମ କେଶରୀ ସେନାପତି (ଗପୁ)