ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Jitu51, ଧନ୍ୟବାଦମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୪:୦୩, ୨୦ ନଭେମ୍ବର ୨୦୧୪ (UTC)

ଆପଣଙ୍କ ନୂଆ ଲେଖା - ଉପଗ୍ରହ

ସମ୍ପାଦନା

ଜିତୁ ଭାଇ, ଆପଣଙ୍କ ନୂଆ ଲେଖା ' ଉପଗ୍ହ‎' କୁ ଉପଗ୍ରହକୁ ଘୁଞ୍ଚାଇଦିଆ ଯାଇଛି । ଯୁକ୍ତାକ୍ଷର ସମ୍ପର୍କରେ ଯଦି କିଛି ଅସୁବିଧା ହେଉଛି ତେବେ ଏହି ପୃଷ୍ଠାଟି ଦେଖନ୍ତୁ - ସହଯୋଗ:ଓଡ଼ିଆରେ ଟାଇପ କିପରି କରିବେ ।--ଶିତିକଣ୍ଠ (ଆଲୋଚନା) ୧୬:୪୦, ୧ ଡିସେମ୍ବର ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

ସମ୍ପାଦନା

--Aditya Mahar (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)