କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Krupasindhu Muduli,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! ସୁଭପାSubha Paମୋତେ କହିବେ କିଛି? ୧୦:୨୬, ୬ ସେପଟେମ୍ବର ୨୦୧୧ (UTC)

ଧନ୍ୟବାଦ ସମ୍ପାଦନା

ପ୍ରିୟ କୃପାସିନ୍ଧୁଭାଇ ଓଡ଼ିଆ ସିନେମା ବିଷୟରେ ଲେଖା ଆରମ୍ଭ କରିଥିବାରୁ ଧନ୍ୟବାଦ । ତୁମେ ତିଆରି କରିଥିବା ‘ସାଖି ରହି ମୋ ଶଙ୍ଖା ସିନ୍ଦୂର’ ର ସଠିକ ନାମ ‘ସାକ୍ଷୀ ରହିବ ମୋ ଶଙ୍ଖା ସିନ୍ଦୂର’ । ଏହି ନାମଧାରୀ କଥାଚିତ୍ରର ପୃଷ୍ଠା ପୂର୍ବରୁ ନିର୍ମିତ ହୋଇସାରିଛି, ତେଣୁ କୌଣସି କଥାଚିତ୍ର ନୂଆରେ ତିଆରି କରିବା ପୂର୍ବରୁ ତାହା ଓଡ଼ିଆ କଥାଚିତ୍ର ପୃଷ୍ଠାର [[ଶ୍ରେଣୀ:ଓଡ଼ିଆ ସିନେମା]] ଭିତରେ ପୂର୍ବରୁ ଅଛି ନା ନାହିଁ ଦେଖି ପ୍ରସ୍ତୁତ କରିବ ବୋଲି ଆଶା ।
ବ୍ୟବାହାରକାରୀ:Mkar ritu/ଓଡ଼ିଆ ଚଳଚ୍ଚିତ୍ର ଫର୍ମାଟ ବ୍ୟବହାର କରି ସହଜରେ ନୂଆପୃଷ୍ଠା ତିଆରି କରିପାରିବ ।

ଶୁଭେଚ୍ଛା ସହ: ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୧:୩୪, ୧୨ ଅକ୍ଟୋବର ୨୦୧୧ (UTC)

 

You may want to consider using the Article Wizard to help you create articles.

If this is the first article that you have created, you may want to read the guide to writing your first article.

A tag has been placed on କୃପାସିନ୍ଧୁ ମୁଦୁଲି requesting that it be speedily deleted from Wikipedia. This has been done because the article, which appears to be about a real person, individual animal(s), an organization (band, club, company, etc.), or web content, does not indicate how or why the subject of the article is important or significant: that is, why an article about it should be included in an encyclopedia. Under the criteria for speedy deletion, articles that do not indicate the subject's importance or significance may be deleted at any time. Please see the guidelines for what is generally accepted as notable.

If you can assert the notability of the subject, contest the deletion by adding {{hang on}} at the top of the article, immediately below the speedy deletion ({{db-...}}) tag (if no such tag exists, the page is no longer a speedy delete candidate), and give your reasons on the article's talk page, but be aware that once tagged for speedy deletion, if the article meets the criterion, it may be deleted without delay. Please do not remove the speedy deletion tag yourself. You may freely add information to the article that would confirm the subject's notability under Wikipedia guidelines.

See the guidelines for specific types of articles: biographies, websites, bands, or companies. -- ଅηsuмaη Talk ୧୬:୧୨, ୧୩ ଡିସେମ୍ବର ୨୦୧୧ (UTC)

A barnstar for you! ସମ୍ପାଦନା

  Quickwork Barnstar :)
For your quick work on biographies :) Keep it Up !! Thank You :) -- ଅηsuмaη Talk ୧୭:୫୧, ୫ ଜାନୁଆରୀ ୨୦୧୨ (UTC)

ଧନ୍ୟବାଦ୍ ଭାଇ

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ ସମ୍ପାଦନା

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ   -- ଅଂଶୁମାନ ତାର ଯୋଡ଼ିବେ? ୧୪:୦୨, ୧୭ ଜୁଲାଇ ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା


ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

 
ଆଦରର Krupasindhu Muduli,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

-- ଅଂଶୁମାନ ତାର ଯୋଡ଼ିବେ? ୧୭:୫୯, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--ଆଦିତ୍ୟ ମହାର (ଆଲୋଚନା) ୦୪:୪୩, ୨୧ ଅକ୍ଟୋବର ୨୦୧୫ (UTC)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ ସମ୍ପାଦନା

 
ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

  ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)