କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Krushna banchhor,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି!

ବନଛୋର

ସମ୍ପାଦନା

ଲେଖାଟିକୁ ଉନ୍ନତ କରି ଆଧାର ଯୋଡ଼ିବା ପରେ ପୁଣି ମୁଖ୍ୟ ଜାଗାକୁ ଆଣିପାରିବା । ଏବେ ପାଇଁ ଏଇଠି, User:Krushna banchhor/ବନଛୋର । ଅବଦାନ ପାଇଁ ଧନ୍ୟବାଦ । -- ଅଂଶୁମାନ ତାର ଯୋଡ଼ିବେ? ୧୫:୩୪, ୪ ମାର୍ଚ୍ଚ ୨୦୧୮ (IST)Reply