Milan kuamr pradhan
Joined ୩୦ ଜୁନ ୨୦୧୪
ନମସ୍କାର Milan kuamr pradhan, ଓଡ଼ିଆ ଉଇକିପିଡ଼ିଆକୁ ସ୍ଵାଗତ!
ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।
ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।
ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?
|
|
ଆପଣ କିପରି ସାହାଯ୍ୟ କରିପାରିବେ:
|
|
ଅଧିକ ଜାଣିବା କଥା...
|
A barnstar for you!
ସମ୍ପାଦନାThe Original Barnstar | |
ମିଲାନ ଭାଇ, ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଅବଦାନ ପାଇଁ ଅନେକ ଧନ୍ୟବାଦ । ଆପଣ ଗୁଡିଏ ଉପାଦେୟ ତଥ୍ୟ ଏଥିରେ ଯୋଡିଛନ୍ତି । ଖୁସିରେ ଆପଣଙ୍କୁ ଏହି କୁନି ତାରାଟି ଦେଉଛୁ । ଲେଖାଲେଖି ବାବଦରେ କିଛି ଅସୁବିଧା ହେଲେ ଚାଟସଭାରେ କିମ୍ବା ମୋ ଆଲୋଚନାରେ ପଚାରି ପାରିବେ । ଶିତିକଣ୍ଠ (ଆଲୋଚନା) ୨୦:୪୭, ୧ ଜୁଲାଇ ୨୦୧୪ (UTC) |