Nemo bis
ଆଦରର Nemo bis,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଅବଦାନ ଜାରି ରଖିବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ଖମ୍ବ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ଯଦି ଆପଣ କିଛି ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ । |
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Srikant Kedia ୦୯:୧୬, ୧୯ ଜୁନ ୨୦୧୩ (UTC)
Reverting your edit in ଛାଞ୍ଚ:Hide in print
ସମ୍ପାଦନାHello Nemo bis,
Your edit in {{Hide in print}} have been reverted as it causes problem in {{Elementbox}}. I didn't understand importance of your edit in {{Hide in print}}. If it was important then please comment ?--ଶିତିକଣ୍ଠ (ଆଲୋଚନା) ୧୫:୫୮, ୨୬ ଅକ୍ଟୋବର ୨୦୧୪ (UTC)