Palagiri
ଆଦରର Palagiri,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Srikant Kedia ୧୬:୧୪, ୧୭ ଡିସେମ୍ବର ୨୦୧୩ (UTC)
Palagiriଙ୍କ ସହ ଏକ ଆଲୋଚନା ଆରମ୍ଭ କରନ୍ତୁ
Talk pages are where people discuss how to make content on ଉଇକିପିଡ଼ିଆ the best that it can be. Start a new discussion to connect and collaborate with Palagiri. What you say here will be public for others to see.