ବ୍ୟବହାରକାରୀଙ୍କ ଆଲୋଚନା:PixelBot
STOP!
Don't use the Bots User talk! Please contact the operator here in English or German!ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣସମ୍ପାଦନ କରନ୍ତୁ
ଆଜ୍ଞା ନମସ୍କାର PixelBot,
ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି । ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ। ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ । ୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ। |
---|