କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ପାଛୋଟା!
ଓଳିଗି, Promod kumar Das ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୯:୩୭, ୨୯ ଏପ୍ରିଲ ୨୦୧୨ (UTC)

Bhai, you have created a article Jeypore,koraput,orissa in this wiki in English language, which is not allowed. Please create this article again in Odia. For help in typing in odia please click here --Srikant Kedia ୧୯:୪୩, ୨୯ ଏପ୍ରିଲ ୨୦୧୨ (UTC)