କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Radhadwibedi,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! -- ଅଂଶୁମାନ ତାର ଯୋଡ଼ିବେ? ୧୮:୨୪, ୧୦ ଫେବୃଆରୀ ୨୦୧୮ (IST)Reply

ଆଧାର ଯୋଡ଼ିବା ଶୈଳୀ ସମ୍ପାଦନା

ନମସ୍କାର, ଆଧାର ଯୋଡ଼ିବା ସମୟରେ {{Citation}} ବା {{Cite news}}ର ବ୍ୟବହାର କରନ୍ତୁ, ଏହି ପୃଷ୍ଠା ଉଇକିପିଡ଼ିଆ ଆଲୋଚନା:ଆଧାର ଗଣସମ୍ପାଦନା ରେ ଉଦାହରଣ ଦେଖିପାରିବେ । ନ ଜାଣିପାରିଲେ ପଚାରିବେ। ଅବଦାନ ପାଇଁ ଧନ୍ୟବାଦ :) -- ଅଂଶୁମାନ ତାର ଯୋଡ଼ିବେ? ୧୧:୦୧, ୧ ମାର୍ଚ୍ଚ ୨୦୧୮ (IST)Reply

WikiConference India 2020: IRC today ସମ୍ପାଦନା

{{subst:WCI2020-IRC (Oct 2019)}} MediaWiki message delivery (ମୋ ଆଲୋଚନା) ୧୦:୫୭, ୨୦ ଅକ୍ଟୋବର ୨୦୧୯ (IST)Reply

WikiConference India 2020: IRC today ସମ୍ପାଦନା

Greetings, thanks for taking part in the initial conversation around the proposal for WikiConference India 2020 in Hyderabad. Firstly, we are happy to share the news that there has been a very good positive response from individual Wikimedians. Also there have been community-wide discussions on local Village Pumps on various languages. Several of these discussions have reached consensus, and supported the initiative. To conclude this initial conversation and formalise the consensus, an IRC is being hosted today evening. We can clear any concerns/doubts that we have during the IRC. Looking forward to your participation.

The details of the IRC are

Note: Initially, all the users who have engaged on WikiConference India 2020: Initial conversations page or its talk page were added to the WCI2020 notification list. Members of this list will receive regular updates regarding WCI2020. If you would like to opt-out or change the target page, please do so on this page.

This message is being sent again because template substitution failed on non-Meta-Wiki Wikis. Sorry for the inconvenience. MediaWiki message delivery (ମୋ ଆଲୋଚନା) ୧୧:୨୮, ୨୦ ଅକ୍ଟୋବର ୨୦୧୯ (IST)Reply

[WikiConference India 2020] Invitation to participate in the Community Engagement Survey ସମ୍ପାଦନା

This is an invitation to participate in the Community Engagement Survey, which is one of the key requirements for drafting the Conference & Event Grant application for WikiConference India 2020 to the Wikimedia Foundation. The survey will have questions regarding a few demographic details, your experience with Wikimedia, challenges and needs, and your expectations for WCI 2020. The responses will help us to form an initial idea of what is expected out of WCI 2020, and draft the grant application accordingly. Please note that this will not directly influence the specificities of the program, there will be a detailed survey to assess the program needs post-funding decision.

MediaWiki message delivery (ମୋ ଆଲୋଚନା) ୧୦:୪୦, ୧୨ ଡିସେମ୍ବର ୨୦୧୯ (IST)Reply

[WikiConference India 2020] Conference & Event Grant proposal ସମ୍ପାଦନା

WikiConference India 2020 team is happy to inform you that the Conference & Event Grant proposal for WikiConference India 2020 has been submitted to the Wikimedia Foundation. This is to notify community members that for the last two weeks we have opened the proposal for community review, according to the timeline, post notifying on Indian Wikimedia community mailing list. After receiving feedback from several community members, certain aspects of the proposal and the budget have been changed. However, community members can still continue engage on the talk page, for any suggestions/questions/comments. After going through the proposal + FAQs, if you feel contented, please endorse the proposal at WikiConference_India_2020#Endorsements, along with a rationale for endorsing this project. MediaWiki message delivery (ମୋ ଆଲୋଚନା) ୨୩:୫୧, ୧୯ ଫେବୃଆରୀ ୨୦୨୦ (IST)Reply

ଏସିଆ ମାସ ଗଣସମ୍ପାଦନା, ୨୦୨୦ରେ ଭାଗ ନେବାକୁ ନିମନ୍ତ୍ରଣ ସମ୍ପାଦନା

  ଏସିଆ ମାସ ଗଣସମ୍ପାଦନା, ୨୦୨୦
ନମସ୍କାର,
ଏସିଆ ମାସ ଗଣ-ସମ୍ପାଦନା, ୨୦୨୦ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୨୦୧୬ ମସିହାରୁ ଏହି ଗଣ-ସମ୍ପାଦନା ଆରମ୍ଭ ହୋଇଥିଲା ଏବଂ ପୂର୍ବ ବର୍ଷମାନଙ୍କ ଭଳି ଏହିଥର ମଧ୍ୟ ଓଡ଼ିଆ ଉଇକିପିଡ଼ିଆ ଉଇଜର ଗ୍ରୁପ ଏହି ଗଣ-ସମ୍ପାଦନାରେ ଅଂଶଗ୍ରହଣ କରୁଛି, ଯାହାକି ନଭେମ୍ବର ୩୦ ଯାଏଁ ଗୋଟେ ମାସ ଧରି ଚାଲିବ । ଏହି ଗଣ-ସମ୍ପାଦନାରେ ଏସିଆ ମହାଦେଶ ଅନ୍ତର୍ଗତ ବିଭିନ୍ନ ପ୍ରସଙ୍ଗମାନ ଲେଖାଯାଏ, ମାତ୍ର ସେହି ପ୍ରସଙ୍ଗଗୁଡ଼ିକ ନିଜ ଦେଶର ହୋଇନଥିବ । ଯେମିତିକି ଆମେ ଭାରତ ବାହାରେ ଥିବା ଅନ୍ୟାନ୍ୟ ଦେଶମାନଙ୍କର ଭିନ୍ନ ଭିନ୍ନ ବିଷୟରେ ପ୍ରସଙ୍ଗମାନ ଲେଖିପାରିବା ।
ଏହି ଗଣ-ସମ୍ପାଦନାର ମୂଳ ଲକ୍ଷ ହେଉଛି ଉଇକିପିଡ଼ିଆ ସମୂଦାୟସ‌ହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭାବର ଆଦାନପ୍ରଦାନ । ଆମେ ଏହି ଗଣ-ସମ୍ପାଦନା ଫଳରେ ଅନ୍ୟ ଦେଶର ଚାଲିଚଳନି, ପରମ୍ପରା, ସଭତ୍ୟା, ସଂସ୍କୃତି, ଖାଦ୍ୟପେୟ, ସ୍ଥାନ, ଲୋକ ଆଦି ବିଷୟରେ ସମ୍ୟକ ସୂଚନା ପାଇପାରିବା । ଏହି ଗଣ-ସମ୍ପାଦନାରେ ଭାଗ ନେଉଥିବା ଉଇକିଆଳିମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପୁରସ୍କାର ରହିଛି । ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ସ‌ହାୟତା ପୃଷ୍ଠା ଦେଖିପାରିବେ ।

ପରମ ବୀର ଚକ୍ର ଗଣ-ସମ୍ପାଦନାରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

ପରମ ବୀର ଚକ୍ର ଗଣସମ୍ପାଦନାରେ ଯୋଗ ଦେବାକୁ ଅନୁରୋଧ
୨୦୨୩ ସେପ୍ଟେମ୍ବର ୧୫ - ୨୦

 
ଆସନ୍ତା ସେପ୍ଟେମ୍ବର ୧୫ରୁ ଆରମ୍ଭ ହେଉଛି ପରମ ବୀର ଚକ୍ର ଗଣସମ୍ପାଦନା । ଆସନ୍ତୁ ମିଶି ଲେଖିବା ଭାରତୀୟ ସେନାର ସର୍ବୋଚ୍ଚ ସମ୍ମାନ ପରମ ବୀର ଚକ୍ରରେ ସମ୍ମାନିତ ୨୧ ଜଣ ସୈନିକଙ୍କ ଉପରେ ପ୍ରସଙ୍ଗ ।

ଅପେକ୍ଷାରେ,
ସଂଗ୍ରାମ କେଶରୀ ସେନାପତି (ଗପୁ)