ନମସ୍କାର, Rajat mohapatra, ଉଇକିପିଡ଼ିଆକୁ ସ୍ଵାଗତ!

ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
ଉଇକିପିଡ଼ିଆର ପାଞ୍ଚଟି ଖମ୍ବ, କିପରି ବ୍ୟବହାର କରିବେ, ପ୍ରଶ୍ନ ପଚାରିବେ
ମୁଁ ଆଶା କରୁଛି ଆପଣଙ୍କୁ ଏଠାରେ ଭଲ ଲାଗିବ ଏବଂ ଆପଣଙ୍କ ଅବଦାନ ଜାରି ରହିବ !

ଯଦି ଆପଣ କିଛି ପଚାରିବାକୁ ଚାହୁଛନ୍ତି, ମୋ ଆଲୋଚନା ପୃଷ୍ଠା ବା ଆଲୋଚନା ସଭାରେ ପଚାରିପାରିବେ । ଧନ୍ୟବାଦ! -- ଅηsuмaη Talk ୧୩:୪୧, ୩୧ ମାର୍ଚ ୨୦୧୨ (UTC)

ଆପଣ ଉଇକିପିଡ଼ିଆରେ ଲେଖିବାକୁ କିଛି ସହଯୋଗ ଲୋଡୁଛନ୍ତି କି? ସମ୍ପାଦନା

 
ଆଦରର Rajat mohapatra!,

ଆପଣ ଉଇକିପିଡ଼ିଆରେ ଲେଖିବା ବାବଦରେ ଏକ କର୍ମଶାଳାରେ ଯୋଗ ଦେଇଥିଲେ ।

♦ ଯଦି ଆପଣଙ୍କୁ କୌଣସି ପ୍ରକାରର ସହଯୋଗ ଲୋଡ଼ା ତେବେ ଦୟାକରି ଏହି ଲିଙ୍କକୁ ଯାଆନ୍ତୁ: ଚାଟସଭା
ଯଦି ଆପଣ କି ପ୍ରକାରର ପ୍ରସଙ୍ଗ ଲେଖିବେ ତାହା ଜାଣିପାରୁନାହାନ୍ତି ତେବେ ଏଠାରେ ଆପଣଙ୍କ ପାଇଁ ପାଞ୍ଚୋଟି ନମୁନା ରହିଲା: କର୍କଟ ରୋଗ, ଚିକିତ୍ସା ବିଜ୍ଞାନ, କଟକ, ଶ୍ରୀ ରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟସୀତା ବିବାହ
♦ ଉପରେ ଥିବା ଲିଙ୍କରେ କ୍ଲିକ କରି ପ୍ରସଙ୍ଗଟି ପଢ଼ନ୍ତୁ, ସେଥିରେ କିଛି ଭୁଲ ଥିଲେ ବାଛନ୍ତୁ, ଏହାକୁ ବଦଳାନ୍ତୁରେ କ୍ଲିକ କରନ୍ତୁ, ତହିଁରେ କିଛି ଉପଯୋଗୀ ତଥ୍ୟ ଯୋଡ଼ନ୍ତୁ ଓ ଏକ ପ୍ରମାଣଯୋଗ୍ୟ ମୂଳ ଆଧାର ଯହିଁରୁ ଆପଣ ସେହି ତଥ୍ୟ ନେଇଛନ୍ତି ତାହାର ବିବରଣୀ ଦିଅନ୍ତୁ ।
♦ ଆପଣ କରିଥିବା ବଦଳର ଏକ ଛୋଟ ସାରକଥା ଦିଅନ୍ତୁ ଓ ସାଇତିବେ ରେ କ୍ଲିକ କରି ଲେଖାଟି ସାଇତନ୍ତୁ ।
ଲେଖି ଚାଲନ୍ତୁ!

-- ସୁଭ (ଆଲୋଚନା)