ବ୍ୟବହାରକାରୀଙ୍କ ଆଲୋଚନା:Riskyishwar/Archive 1
This page is an archive. Do not edit the contents of this page. Please direct any additional comments to the current talk page.
ସ୍ଵାଗତମ୍
ସମ୍ପାଦନା- ଆପଣ ନିଜର ବିଚାର ମୋ ଆଗରେ ରଖନ୍ତୁ.—Riskyishwar (ମୋ ଆଲୋଚନା) ୦୬:୫୭, ୨୫ ଡିସେମ୍ବର ୨୦୧୨ (UTC)
ଆଦରର Riskyishwar,
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୦:୧୮, ୨୫ ଡିସେମ୍ବର ୨୦୧୨ (UTC)
ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନଙ୍କ ସହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:
- ଉଇକିପିଡ଼ିଆର ପାଞ୍ଚଟି ସ୍ତମ୍ଭ
- ଶିକ୍ଷଣ ଓ ଜାଣିବା କଥା
- ପୃଷ୍ଠାଟିଏ କେମିତି ବଦଳାଇବେ ଓ ଲେଖା ଗୁଡ଼ିକ କେମିତି ବଦଳାଇବେ
- ନିଜର ପ୍ରଥମ ଲେଖାଟି କେମିତି ଲେଖିବେ
- ମାନୁଆଲର ଶୈଳୀ
ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ [[User talk:|ମୋ ଆଲୋଚନା ପୃଷ୍ଠାକୁ]] ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୧୦:୧୮, ୨୫ ଡିସେମ୍ବର ୨୦୧୨ (UTC)