ପାଛୋଟା!

ଓଳିଗି, Shisir 1945 ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୫:୦୩, ୧୧ ଜୁଲାଇ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ ସମ୍ପାଦନା


ଆଜ୍ଞା ନମସ୍କାର Shisir 1945,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୩୨, ୮ ଅଗଷ୍ଟ ୨୦୧୧ (UTC)

Hello Shisir, You are wasting your time with Infobox scientist. Please refer this as an example http://or.wikipedia.org/w/index.php?title=Template:Infobox_writer&action=edit. And see how the translation has done. You have to translate that way. Thank you. — ଅηsuмaη Talk ୧୯:୧୬, ୧୩ ନଭେମ୍ବର ୨୦୧୧ (UTC)

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ ସମ୍ପାଦନା

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ -- ଅଂଶୁମାନ ତାର ଯୋଡ଼ିବେ? ୧୪:୦୯, ୧୭ ଜୁଲାଇ ୨୦୧୨ (UTC)

Hi Shisir. It was good meeting you. Heard that some new articles have been created after our meeting. Wonderful!! Keep up the good work. I hope you have remembered the promise you made to me about growing the Odia Wikipedia Vishnu (talk)୧୧:୫୬, ୨୧ ମାର୍ଚ୍ଚ ୨୦୧୩ (UTC)

ଜନ୍ମଦିନର ଶୁଭେଚ୍ଛା ସମ୍ପାଦନା

ଜନ୍ମଦିନର ଶୁଭେଚ୍ଛା
ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଶିଶିର ଭାଇ! ସୁଭାସିସ ପାଣିଗାହିମୋତେ କହିବେ କିଛି? ୦୫:୫୭, ୧୦ ଜୁନ ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Shisir 1945,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୨୦, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--ଆଦିତ୍ୟ ମହାର (ଆଲୋଚନା) ୦୪:୩୮, ୨୧ ଅକ୍ଟୋବର ୨୦୧୫ (UTC)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ ସମ୍ପାଦନା

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮
ଓଡି଼ଆ ଉଇକିପିଡି଼ଆରେ ଭାରତୀୟ ସ୍ୱାଧୀନତା ଦିବସ ଗଣସମ୍ପାଦନା, ୨୦୧୮ ଆରମ୍ଭ ହେଇଗଲାଣି । ଏହି ଗଣସମ୍ପାଦନା ୧୩ ଅଗଷ୍ଟ ୨୦୧୮ରୁ ୨୦ ଅଗଷ୍ଟ ୨୦୧୮ ଯାଏଁ ସପ୍ତାହେ ବ୍ୟାପି ଚାଲିବ, ଯେଉଁଥିରେ ଭାରତରେ ସ୍ୱାଧୀନତା ଆନ୍ଦୋଳନ ସ‌ହ ଜଡ଼ିତ ମହତ୍ୱପୂର୍ଣ୍ଣ ଘଟଣା ଏବଂ ଉଲ୍ଲେଖନୀୟ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ପ୍ରସଙ୍ଗ ଗଢ଼ାଯିବା ସଙ୍ଗେ ସଙ୍ଗେ ଆଗରୁ ଥିବା ପୁରୁଣା ପ୍ରସଙ୍ଗର ମାନ ମଧ୍ୟ ଉନ୍ନତ କରାଯିବ । । ଆପଣଙ୍କୁ ଭାଗ ନେବାକୁ ଅନୁରୋଧ । --ଗପୁ (ମୋ ଆଲୋଚନା) ୧୧:୧୫, ୧୪ ଅଗଷ୍ଟ ୨୦୧୮ (IST)Reply

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ରେ ଭାଗ ନେବାକୁ ନିମନ୍ତ୍ରଣ ସମ୍ପାଦନା

ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯
ନମସ୍କାର,
ଆନ୍ତର୍ଜାତୀୟ ମାତୃଭାଷା ଦିବସ ଗଣ-ସମ୍ପାଦନା, ୨୦୧୯ ଆସନ୍ତା ଫେବୃଆରୀ ମାସ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ଗଣ-ସମ୍ପାଦନାରେ ଆମେ ଓଡ଼ିଆ ଭାଷା ଏବଂ ତଦ୍‌ସମ୍ବନ୍ଧୀୟ ପ୍ରସଙ୍ଗମାନ ଉନ୍ନତ କରିବା ତଥା ଅତ୍ୟାବଶ୍ୟକୀୟ ପ୍ରସଙ୍ଗ ତିଆରି କରିବା । ଆଗରୁ ବହୁତ ପ୍ରସଙ୍ଗ ରହିଛି, ଯାହାକି ସେତେ ଉନ୍ନତମାନର ନାହିଁ, ତେଣୁ ତାକୁ ଉନ୍ନତ କରିବାକୁ ଏହି ଗଣ-ସମ୍ପାଦନାର ଆୟୋଜନ କରାଯାଇଛି । ଏହି ଗଣ-ସମ୍ପାଦନା ୨୮ ଫେବୃଆରୀ ୨୦୧୯ ଯାଏଁ ଚାଲିବ ।

ଗଣ-ସମ୍ପାଦନାଟିରେ ଭାଗ ନେବାପାଇଁ ଏଠାରେ ନିଜର ନାମ ଯୋଡ଼ନ୍ତୁ ଏବଂ ପ୍ରସଙ୍ଗ‌ଗୁଡ଼ିକ ତିଆରି କରିବା ଆଗରୁ ନିୟମାବଳୀକୁ ଥରେ ପଢ଼ିବାକୁ ଅନୁରୋଧ । କୌଣସି ପ୍ରକାରର ସ‌ହାଯ୍ୟ ପାଇଁ ଆଲୋଚନା ପୃଷ୍ଠାରେ ଲେଖିପାରିବେ ।

ପରମ ବୀର ଚକ୍ର ଗଣ-ସମ୍ପାଦନାରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

ପରମ ବୀର ଚକ୍ର ଗଣସମ୍ପାଦନାରେ ଯୋଗ ଦେବାକୁ ଅନୁରୋଧ
୨୦୨୩ ସେପ୍ଟେମ୍ବର ୧୫ - ୨୦

ଆସନ୍ତା ସେପ୍ଟେମ୍ବର ୧୫ରୁ ଆରମ୍ଭ ହେଉଛି ପରମ ବୀର ଚକ୍ର ଗଣସମ୍ପାଦନା । ଆସନ୍ତୁ ମିଶି ଲେଖିବା ଭାରତୀୟ ସେନାର ସର୍ବୋଚ୍ଚ ସମ୍ମାନ ପରମ ବୀର ଚକ୍ରରେ ସମ୍ମାନିତ ୨୧ ଜଣ ସୈନିକଙ୍କ ଉପରେ ପ୍ରସଙ୍ଗ ।

ଅପେକ୍ଷାରେ,
ସଂଗ୍ରାମ କେଶରୀ ସେନାପତି (ଗପୁ)