ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Sibaprasad das100, ଧନ୍ୟବାଦସୌମେନ୍ଦ୍ର (ମୋ ଆଲୋଚନା) ୧୯:୫୬, ୨୮ ଅଗଷ୍ଟ ୨୦୧୮ (IST)Reply

ଅଦରକାରୀ ବଦଳ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆରେ ଅବଦାନ କରିଥିବାରୁ ଧନ୍ୟବାଦ । ଆପଣଙ୍କ ବଦଳଗୁଡିକ ଅଦରକାରି । ଏମିତି କଲେ ଅପଣଙ୍କୁ ବଦଳକାରିବାରୁ ଅଟକାଇଦିଆଯିବ ।--Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୨୩:୩୬, ୨୫ ସେପ୍ଟେମ୍ବର ୨୦୧୮ (IST)Reply