ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।

ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।


ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?

ଆପଣ କିପରି ସାହାଯ୍ୟ କରିପାରିବେ:

ଅଧିକ ଜାଣିବା କଥା...


Sisirsahoo, ଧନ୍ୟବାଦମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୮:୫୪, ୮ ସେପ୍ଟେମ୍ବର ୨୦୧୪ (UTC)

A barnstar for you! ସମ୍ପାଦନା

  The Special Barnstar
ପ୍ରିୟ ଉଇକିଆଳି ନମସ୍କାର,

ଆପଣଙ୍କ ଅବଦାନ ପାଇଁ ଅନେକ ଧନ୍ୟବାଦ। ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ବହୁତ ଖୁସି ଲାଗୁଛି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ। ଆପଣଙ୍କ ଅବଦାନ ଏମିତି ରହିଥାଉ ଓ ଓଡ଼ିଆ ଉଇକିପିଡ଼ିଆ ଜ୍ଞାନର ଭଣ୍ଡାର ହେଉ। ମୋ ତରଫରୁ ଏ ଛୋଟ ଉପହାର । ଓଡ଼ିଆ ଉଇକିପିଡ଼ିଆ ବାବଦରେ କିଛି ସହଯୋଗ ଦରକାର ହେଲେ, ଚାଟସଭାରେ କିମ୍ବା ଫେସବୁକ ଗୋଠରେ କୁ ଯାଇ ପ୍ରଶ୍ନଟିଏ ପଚାରି ପାରିବେ । ଧନ୍ୟବାଦ । :) --ଆଦିତ୍ୟ ମହାର (ଆଲୋଚନା) ୧୦:୨୫, ୮ ସେପ୍ଟେମ୍ବର ୨୦୧୪ (UTC)