କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Sonalisubudhi122,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --Sailesh Patnaik  ଶୈଳେଶ (ମୋ ଆଲୋଚନା) ୧୩:୦୫, ୧୦ ଫେବୃଆରୀ ୨୦୧୬ (IST)Reply

  ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୬
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। Sailesh Patnaik  ଶୈଳେଶ (ମୋ ଆଲୋଚନା) ୦୦:୧୫, ୮ ମାର୍ଚ୍ଚ ୨୦୧୬ (IST)Reply

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ

ସମ୍ପାଦନା
 
ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ

ସମ୍ପାଦନା
  ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)