Hello, welcome to my talk page!

If you want to leave a message, please do it at the bottom as a new section, for better formatting. You can do that by simply pressing the plus sign (+) or "new section" on the top of this page. And don't forget to sign your messages with four tildes, like this: ~~~~

Attention: I prefer to keep discussions unfragmented. If you leave a comment for me here, I will most likely respond to it on this same page—my talk page—as an effort to keep the entire conversation in one place. By the same token, if I leave a comment on your talk page, please respond to it there. Remember, we can use our watchlist to keep track of when responses are made. At the same time, feel free to send an alert to me on this page about a comment you have left elsewhere.

Thank you!

ପାଛୋଟା!

ଓଳିଗି, Souravmohanty2005 ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! ---Srikant Kedia ୧୦:୧୬, ୨୨ ଏପ୍ରିଲ ୨୦୧୧ (UTC)

ଧନ୍ୟବାଦ User:Odisha1 !

Sourav Mohanty (talk) ୨୨:୦୩, ୧୭ ମେ ୨୦୧୧ (UTC)

ଲେଖା ଖୋଜିବେ କେମିତି ସମ୍ପାଦନା


ଧନ୍ୟବାଦ ଶୁଭ ଭାଇନା :) Sourav Mohanty (talk) ୦୬:୧୪, ୧୮ ମେ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ ସମ୍ପାଦନା


ଆଜ୍ଞା ନମସ୍କାର Souravmohanty2005,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୩୫, ୮ ଅଗଷ୍ଟ ୨୦୧୧ (UTC)

Hey, is this ଫାଇଲ:Bhagwan Sri Satya Sai Baba.jpeg image taken by you? If not please provide sources and the sources where it is released, should be released under free license. And please go through en:Help:File page, it shows what other things you should mention while uploading a file. Please reply. My apology for the message in English. These are pending since long time, need to be taken care of ASAP. Thanks -- ଅଂଶୁମାନ ତାର ଯୋଡ଼ିବେ? ୨୧:୫୫, ୫ ଜାନୁଆରୀ ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Souravmohanty2005,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୩:୪୩, ୨୫ ଜାନୁଆରୀ ୨୦୧୪ (UTC)