କିଛି କୁକିଜ ସହିତ ଆପଣଙ୍କୁ ପାଛୋଟି ନେଉଛି!

ଆଦରର Subhransupanda,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛି, ଆପଣଙ୍କ ଅବଦାନ ପାଇଁ ଅନେକ ବଧାଇ । ମୁଁ ଭାବୁଛି ଆପଣ ଏଠାରେ ବାକି ସମ୍ପାଦକମାନ‌ଙ୍କ ସ‌ହ ମିଶି ନିଜର ଲେଖାଲେଖି ଜାରୀ ରଖିବେ । ଯଦି ଲେଖିବାରେ କିଛି ଅସୁବିଧା ହୁଏ ତେବେ ଏହି "ଚାଟସଭା"ରେ ପଚାରିପାରିବେ । ଏହି କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ ! ଆଲୋଚନା ପୃଷ୍ଠାରେ ଦସ୍ତଖତ ପାଇଁ ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଯ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପଚାରିପାରିବେ । ଆଉଥରେ, ପାଛୋଟି ନେଉଛି! --ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୨୩:୪୬, ୭ ଜୁଲାଇ ୨୦୧୩ (UTC)

ଧନ୍ୟବାଦ ବନ୍ଧୁ ।--Subhransupanda (ମୋ ଆଲୋଚନା) ୦୩:୨୮, ୮ ଜୁଲାଇ ୨୦୧୩ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Subhransupanda,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୧:୧୮, ୨୬ ଜାନୁଆରୀ ୨୦୧୪ (UTC)